ଆଇପିଏଲ: ଟସ୍‌ ଜିଣି ଚେନ୍ନାଇର ବୋଲିଂ ନିଷ୍ପତ୍ତି, ବେଙ୍ଗାଲୁରୁ କରୁଛି ବ୍ୟାଟିଂ

ବେଙ୍ଗାଲୁରୁ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଦ୍ୱାଦଶ ସଂସ୍କରଣର ୩୯ ତମ ମ୍ୟାଚରେ ମହେନ୍ଦ୍ର ସିଂହ ଧୋନିଙ୍କ ନେତୃତ୍ୱରେ ଚେନ୍ନାଇ ସୁପର କିଙ୍ଗସ୍‌ ରବିବାର ବିରାଟ କୋହଲିଙ୍କ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ଭେଟିଛି। ସ୍ଥାନୀୟ ଏମ୍‌ ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଚେନ୍ନାଇ ଟସ୍‌ ଜିଣି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେବା ପରେ ବେଙ୍ଗାଲୁରୁ ବ୍ୟାଟିଂ କରୁଛି।

ସମ୍ବନ୍ଧିତ ଖବର