ଆଇପିଏଲ୍‌ ୧୨: ଟସ୍‌ ଜିଣି ରାଜସ୍ଥାନର ବୋଲିଂ ନିଷ୍ପତ୍ତି, ଚେନ୍ନାଇ କରୁଛି ବ୍ୟାଟିଂ

ଚେନ୍ନାଇ: ଇଣ୍ଡିଆନ୍‌ ପ୍ରମିୟର ଲିଗ୍‌ (ଆଇପିଏଲ୍‌)ର ଦ୍ୱାଦଶ ସଂସ୍କରଣର ୧୨ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗସ୍‌ ରବିବାର ପ୍ରଥମେ ବ୍ୟାଟିଂ କରୁଛି। ଚେନ୍ନାଇର ଏମ୍‌.ଏ ଚିଦାମ୍ବରମ ଷ୍ଟାଡିୟମରେ ରାଜସ୍ଥାନ ରୋୟାଲସ୍‌ ଟସ୍‌ ଜିଣି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ଚେନ୍ନାଇ ବ୍ୟାଟିଂ କରୁଛି।

 

ସମ୍ବନ୍ଧିତ ଖବର