ଜାତୀୟ କରାଟେ ପଦକ ବିଜେତାଙ୍କୁ ସମ୍ବର୍ଧନା

ଭୁବନେଶ୍ୱର: ଦିଲ୍ଲୀର ତାଲକୋଟରା ଷ୍ଟାଡିୟମରେ ଆୟୋଜିତ ଜାତୀୟ ଉପକନିଷ୍ଠ କରାଟେ ପ୍ରତିଯୋଗିତାରେ ପଦକ ବିଜେତା ଓଡ଼ିଶା ଖେଳାଳି ମଙ୍ଗଳବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ରେଳ ଷ୍ଟେସନ୍‌ରେ ପହଞ୍ଚିବା ପରେ ଏମାନଙ୍କୁ ରାଜ୍ୟ କରାଟେ ସଂଘ ପକ୍ଷରୁ ଅଭିନନ୍ଦନ ଜଣାଯାଇଥିଲା। ସୂଚନାଯୋଗ୍ୟ, ଏହି ପ୍ରତିଯୋଗିତାରେ ଓଡ଼ିଶା ୧ ଲେଖାଏଁ ସ୍ୱର୍ଣ୍ଣ ଓ ରୌପ୍ୟ ଏବଂ ୩ କାଂସ୍ୟ ସହ ମୋଟ ୫ ପଦକ ଜିତିଥିଲା।

ସମ୍ବନ୍ଧିତ ଖବର