ଆସନ୍ତାକାଲି ପ୍ରକାଶ ପାଇବ ଓଜେଇଇ ପରୀକ୍ଷା ଫଳ

ଭୁବନେଶ୍ୱର: ଆସନ୍ତାକାଲି ପ୍ରକାଶ ପାଇବ ଓଜେଇଇ ପରୀକ୍ଷା ଫଳ। କାଲି ସାଢ଼େ ୧୨ଟା ସମୟରେ ସଚିବାଳୟରେ ଏହା ଘୋଷଣା ହେବ। ଉଭୟ ଅନ୍‌ଲାଇନ୍‌ ଓ ଅଫଲାଇନ୍‌ରେ ଛାତ୍ରଛାତ୍ରୀମାନେ ନିଜ ପରୀକ୍ଷା ଫଳ ଦେଖି ପାରିବେ।

ସମ୍ବନ୍ଧିତ ଖବର