୧୬ଜଣ ବରିଷ୍ଠ ଓଏଏସ୍‌ ଅଧିକାରୀଙ୍କ ବଦଳି

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟରତ ୧୬ଜଣ ବରିଷ୍ଠ ଓଏଏସ୍‌ ଅଧିକାରୀଙ୍କ ବଦଳି ହୋଇଛି। ଏହି ଅଧିକାରୀମାନଙ୍କ ମଧ୍ୟରେ ଏଡିଏମ, ଏଲ୍‌ଏଓ, ନିଗମର କମିସନର, ପିଡି, ଅତିରିକ୍ତ ପିଡି, ଯୁଗ୍ମ ସଚିବ, ବିଡିଓ, ଆଡ୍‌ମିନିଷ୍ଟ୍ରେଟିଭ୍‌ ଅଫିସର, ଉପ ଜିଲ୍ଲାପାଳ ରହିଛନ୍ତି। ଆଜି ଏ ନେଇ ସାଧାରଣ ପ୍ରଶାସନ ବିଭାଗ ବିଜ୍ଞପ୍ତି ପ୍ରକାଶ କରିଛି।

ସମ୍ବନ୍ଧିତ ଖବର