ଆଜିଠୁ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା

0 15

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ(ଯୁକ୍ତ୨ କଲେଜ)ରେ ଖାଲିଥିବା ସିଟ୍‌ ପୂରଣ ପାଇଁ ବୁଧବାରଠାରୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ଅଗଷ୍ଟ ୧ରୁ ‘www.samodisha.gov.in’ରେ କମନ୍‌ ଆପ୍ଲିକେସନ୍‌ ଫର୍ମ (ସିଏଏଫ୍‌) ଉପଲବ୍ଧ ହେବ। ଅଗଷ୍ଟ ୭ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଆବେଦନ କରିପାରିବେ। ଅଗଷ୍ଟ ୧୧ରୁ ୧୪ ମଧ୍ୟରେ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀଙ୍କ ନାମଲେଖା ଅନୁଷ୍ଠିତ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧିତ ଖବର

Leave A Reply

Your email address will not be published.