୨୭ ଓଏଏସ୍‌ ଅଧିକାରୀଙ୍କ ବଦଳି

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟରତ ୨୭ଜଣ ଓଏଏସ୍‌ ଅଧିକାରୀଙ୍କୁ ବଦଳି କରାଯାଇଛି। ଏହି ଅଧିକାରୀମାନଙ୍କ ମଧ୍ୟରୁ ଅଧିକାଂଶ ରାଜ୍ୟର ବିଭିନ୍ନ ସ୍ଥାନରେ ତହସିଲଦାର ଭାବେ କାର୍ଯ୍ୟ କରୁଛନ୍ତି। ଅନ୍ୟମାନେ ଉପ ଜିଲ୍ଲାପାଳ, ବିଡିଓ, ସହକାରୀ ନିର୍ଦେଶକ, ଅତିରିକ୍ତ ଭୂ-ଅଧିକାରୀ, ଆବଣ୍ଟନ ଅଧିକାରୀ, ଓଏସ୍‌ଡି ଭାବେ କାର୍ଯ୍ୟ କରୁଛନ୍ତି। ସେମାନଙ୍କର ବଦଳି ନେଇ ସାଧାରଣ ପ୍ରଶାସନ ବିଭାଗ ବିଜ୍ଞପ୍ତି ପ୍ରକାଶ କରିଛି।

ସମ୍ବନ୍ଧିତ ଖବର