ଆଇଏଏସ୍‌ ପାହ୍ୟାକୁ ୬ଜଣ ଓଏଏସ୍‌ଙ୍କୁ ପଦୋନ୍ନତି

ଭୁବନେଶ୍ୱର : ରାଜ୍ୟର ୬ଜଣ ବରିଷ୍ଠ ଓଏଏସ୍‌ ଅଧିକାରୀ ଆଇଏଏସ୍‌ ଅଧିକାରୀ ପାହ୍ୟାକୁ ପଦୋନ୍ନତି ପାଇଛନ୍ତି। ସେମାନେ ହେଉଛନ୍ତିି ମାଗୁଣି ଚରଣ ପାତ୍ର, ଧନଞ୍ଜୟ ହେମ୍ବ୍ରମ, ଗଙ୍ଗାଧର ପାତ୍ର, ପବିତ୍ର ମଣ୍ଡଳ, ସୁନୀଲ କୁମାର ନାୟକ ଓ ବଟକୃଷ୍ଣ ଦେହୁରୀ। ଏ ନେଇ ଗୁରୁବାର କେନ୍ଦ୍ର ସରକାରଙ୍କ କାର୍ମିକ ଓ ପ୍ରଶିକ୍ଷଣ ବିଭାଗ ବିଜ୍ଞପ୍ତି ପ୍ରକାଶ କରିଛି।

ସମ୍ବନ୍ଧିତ ଖବର