୬୦ ନକ୍ସଲଙ୍କ ଆତ୍ମସମର୍ପଣ

ମାଲକାନଗିରି : ମାଲକାନଗିରି ସୀମାନ୍ତ ଛତିଶଗଡର ନାରାୟଣପୁର ଜିଲ୍ଲା ପୁଲିସ ନିକଟରେ ଆଜି ୬୦ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ନକ୍ସଲମାନେ ୮ରୁ ୧୦ବର୍ଷ ହେଲା ସଂଗଠନ ପାଇଁ କାମ କରୁଥିଲେ। ଛତିଶଗଡର ବିଭିନ୍ନ ଅଂଚଳରେ ବହୁ ହିଂସାରେ ଜଡିତ ଥିଲେ। ତେବେ ସରକାରଙ୍କ ଆତ୍ମନିର୍ଭରଶୀଳ ନୀତିରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା ପୁଲିସ କହିଛି।

ସମ୍ବନ୍ଧିତ ଖବର