ଓଡ଼ିଶା ବିହନ ନିଗମର ଅଧ୍ୟକ୍ଷ ହେଲେ ଅରବିନ୍ଦ ଢାଲି

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଅରବିନ୍ଦ ଢାଲିଙ୍କୁ ନୂତନ ଦାୟିତ୍ୱ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଅରବିନ୍ଦ ଢାଲିଙ୍କୁ ଓଡ଼ିଶା ବିହନ ନିଗମର ଅଧ୍ୟକ୍ଷ ପଦରେ ନିଯୁକ୍ତି ଦେଇଛନ୍ତି। ପୂର୍ବରୁ ଏହି ପଦରେ ଯୋଗେନ୍ଦ୍ର ତ୍ରିପାଠୀ ଥିଲେ।

 

ସମ୍ବନ୍ଧିତ ଖବର