ନଭେମ୍ବର ୧୬ ତାରିଖରୁ ବିଧାନସଭାର ଶୀତ ଅଧିବେଶନ

ଭୁବନେଶ୍ୱର: ଆସନ୍ତା ୧୬ ତାରିଖରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ। ନଭେମ୍ବର ୧୭ ତାରିଖରୁ ଡିସେମ୍ବର ୧୫ ତାରିଖ ଯାଏ ଏହି ଅଧିବେଶନ ଚାଲିବ। ଏହି ଅଧିବେଶନରେ ମୋଟ୍‌ ୨୩ଟି କାର୍ଯ୍ୟ ଦିବସ ରହିବ ବୋଲି ଆଜି ଜାରି ହୋଇଥିିବା ବିଜ୍ଞପ୍ତିରେ କୁହାଯାଇଛି।

ସମ୍ବନ୍ଧିତ ଖବର