Sambad, Odisha Latest News, Breaking News Odisha, Odisha Current Headlines, Odisha News Online | Sambad.in

ଆଜି ଖୋଲିବ ଭିତରକନିକା

0 76

ରାଜନଗର : ଆଜି ଠାରୁ ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ଖୋଲିବ। ଚଳିତମାସ ୩ ତାରିଖ ଠାରୁ ୧୦ ତାରିଖ ଯାଏଁ ୮ ଦିନ ଧରି ଭିତରକନିକା ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା। ଏହି ସମୟରେ ଭିତରକନିକା ମଧ୍ୟରେ ପ୍ରବାହିତ ନଦୀ,ନାଳ ଗୁଡିକରେ ଥିବା ବଉଳା କୁମ୍ଭୀର ଓ ଭିତରକନିକାରେ ଭିଡ ଜମାଇଥିବା ବିଦେଶାଗତ ପକ୍ଷୀଙ୍କ ଗଣନା କରାଯାଇଥିଲା।

ସମ୍ବନ୍ଧିତ ଖବର

Leave A Reply

Your email address will not be published.

1 + 9 =