ନିରତାରରେ ୧୦୩ ୟୁନିଟ୍‌ ରକ୍ତ ସଂଗୃହୀତ

କଣ୍ଟାପଡ଼ା : କଣ୍ଟାପଡ଼ା ବ୍ଲକ୍‌ ଓଲଟପୁରସ୍ଥିତ ସ୍ୱାମୀ ବିବେକାନନ୍ଦ ଜାତୀୟ ପୁନର୍ବାସ, ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଏସ୍‌ଭି ନିର୍‌ତାର୍‌)ରେ ଆଜି ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ‘ସମ୍ବାଦ-ଆମ ଓଡ଼ିଶା’ ଓ ଏସ୍‌ଭି ନିର୍‌ତାର୍‌ ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ଶିବିରକୁ ପ୍ରତିଷ୍ଠାନର ନିର୍ଦ୍ଦେଶକ ଡାକ୍ତର ଶକ୍ତିପ୍ରସାଦ ଦାସ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ୧୦୩ଜଣ ସ୍ୱେଚ୍ଛାକୃତ ରକ୍ତଦାତା ରକ୍ତଦାନ କରିଥିଲେ।

ସମ୍ବନ୍ଧିତ ଖବର