ସେସୁ ସୁପରଭାଇଜରଙ୍କୁ ନିୟମିତ ପ୍ରସଙ୍ଗ: ପଦକ୍ଷେପ ଗ୍ରହଣ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ : ସେସୁ ଅଧିନରେ କାର୍ଯ୍ୟରତ ସୁପରଭାଇଜରଙ୍କ ଚାକିରି ନିୟମିତ କରିବା ପ୍ରସଙ୍ଗରେ ରହିଥିବା ପ୍ରସ୍ତାବ ଆଧାରରେ ପଦକ୍ଷେପ ଗ୍ରହଣ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଡକ୍ଟର ଜଷ୍ଟିସ ଏ.କେ.ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଏ ସଂପର୍କିତ ମାମଲାର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଶଶିଭୂଷଣ ଜେନା ମାମଲା ପରିଚାଳନା କରୁଥିଲେ।

ସମ୍ବନ୍ଧିତ ଖବର