ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷ୍ୟେ ରବିବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ସେ ଟୁଇଟ୍‌ କରିଛନ୍ତି: ପବିତ୍ର ବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପା ଓ ଆଶୀର୍ବାଦରୁ ନବ ବର୍ଷଟି ଆମ ସମସ୍ତଙ୍କ ପାଇଁ ସୁଖ ଓ ସମୃଦ୍ଧିର ବର୍ଷ ହେଉ।

ସମ୍ବନ୍ଧିତ ଖବର