ଟୁଇଟ୍‌ କରି ପୁଣି ଥରେ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନିର୍ବାଚନରେ ବିଜୟୀ କରାଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଦିନ ପୁଣି ଥରେ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଟୁଇଟ୍‌ କରି ସେ ଲେଖିଛନ୍ତି: ସାଢ଼େ ଚାରିକୋଟି ଓଡ଼ିଶାବାସୀଙ୍କ ସେବା କରିବା ପାଇଁ ଆପଣମାନେ ମୋତେ ପୁଣି ଥରେ ସୁଯୋଗ ଦେଇଥିବାରୁ ସମସ୍ତଙ୍କୁ ମୋର ଆନ୍ତରିକ ଧନ୍ୟବାଦ। ଆସନ୍ତୁ, ଆମେ ଏକାଠି ନୂଆ ଓଡ଼ିଶା ପାଇଁ କାମ କରିବା। ବନ୍ଦେ ଉତ୍କଳ ଜନନୀ।

ସମ୍ବନ୍ଧିତ ଖବର