ଘସିପୁରା ପାଇଁ ପୂର୍ବତନ ବିଧାୟକ ରମେଶ ଜେନା ପର୍ଯ୍ୟବେକ୍ଷକ

0

ଭୁବନେଶ୍ବର : ଓଡିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ସାନଖେମୁଣ୍ଡି ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରମେଶ ଚନ୍ଦ୍ର ଜେନାଙ୍କୁ ଘସିପୁରା ବିଧାନସଭା ନିର୍ବାଚନ ମଣ୍ଡଳୀ ନିମନ୍ତେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି। ଏ ନେଇ ଏକ ପ୍ରେସ୍‌ ବିଜ୍ଞପ୍ତି ଯୋଗେ ପିସିସି ମୁଖପାତ୍ର ପଦ୍ମାକର ଗୁରୁ ଜଣାଇଛନ୍ତି।

ସମ୍ବନ୍ଧିତ ଖବର

Leave A Reply

Your email address will not be published.