ଗଣେଶ୍ବର ପାତ୍ର ହେଲେ ବିଜେଡିର ପାରାଦୀପ ପର୍ଯ୍ୟବେକ୍ଷକ

ଭୁବନେଶ୍ବର : ଆଜି ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ମୟୁରଭଞ୍ଜ ଜିଲ୍ଲା ବଡ଼ସାହି ବିଧାୟକ ଗଣେଶ୍ବର ପାତ୍ରଙ୍କୁ ପାରାଦୀପ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରିଛନ୍ତି। ସେହିପରି ଜଗଦୀଶ ନାୟକଙ୍କୁ ଭୁବନେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ସହ-ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ମିଳିଥିବା ନେଇ ଦଳର ସାଧାରଣ ସମ୍ପାଦକ ବିଜୟ ନାୟକ ଜଣାଇଛନ୍ତି।

ସମ୍ବନ୍ଧିତ ଖବର