ଆଜି ଭିଡିଓ କନ୍‌ଫରେନ୍ସିଂରେ ଜେଟ୍‌ଲିଙ୍କ ସହ ଜିଏସ୍‌ଟି ବୈଠକ

ଭୁବନେଶ୍ୱର : ଆସନ୍ତାକାଲି ପୂର୍ବାହ୍ନ ୧୧ଟା ସମୟରେ ଜିଏସ୍‌ଟି ପରିଷଦ ବୈଠକ ଅନୁଷ୍ଠିତ ହେବ। କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ରାଜ୍ୟ ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା ରାଜ୍ୟ ତରଫରୁ ପ୍ରତିନିଧିତ୍ବ କରିବେ। ଭିଡିଓ କନ୍‌ଫରେନ୍ସିଂ ପାଇଁ ଅର୍ଥମନ୍ତ୍ରୀ ଓ ତାଙ୍କ ବିଭାଗର ବରିଷ୍ଠ ପଦାଧିକାରୀମାନେ ଏନ୍‌ଆଇସି ପରିସରରେ ଉପସ୍ଥିତ ରହିବେ।

ସମ୍ବନ୍ଧିତ ଖବର