ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା

0 2,388

ଭୁବନେଶ୍ୱର: ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ମୁତାବକ ଲଘୁଚାପ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଓଡିଶାର କେତୋଟି ଜିଲାରେ ବର୍ଷା ସମ୍ଭାବନା ଅଧିକ ବୋଲି ଆକଳନ କରାଯାଇଛି । ଉପକୂଳ ଓଡିଶାରେ ମଧ୍ୟ କେତେକ ସ୍ଥାନରେ ବର୍ଷା ହେବ ବୋଲି ବିଭାଗ ପକ୍ଷରୁ ଅନୁମାନ କରାଯାଉଛି ।

ସମ୍ବନ୍ଧିତ ଖବର

Leave A Reply

Your email address will not be published.