୨୧ରେ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର: ଆସନ୍ତା ୨୧ ତାରିଖ ସନ୍ଧ୍ୟା ୫ଟା ୪୫ ମିନିଟ୍‌ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା କ୍ୟାବିନେଟ୍‌ ବୈଠକରେ ୫ଟି ପ୍ରସ୍ତାବ ଉପସ୍ଥାପନ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି।

ସମ୍ବନ୍ଧିତ ଖବର