କେନ୍ଦ୍ରାପଡ଼ା: ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବେ ସିପ୍ରା ମଲ୍ଲିକ

ଭୁବନେଶ୍ୱର: କେନ୍ଦ୍ରାପଡ଼ା ବିଧାନସଭା ଆସନ ପାଇଁ ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତାରୁ ସିପ୍ରା ମଲ୍ଲିକ ଓହରି ଯିବେ ବୋଲି ବୁଧବାର ଦିନ ଘୋଷଣା କରିଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା ପରେ ସେ ଏ ଭଳି ନିଷ୍ପତ୍ତି ନେଇଥିବା କଥା କହିଛନ୍ତି।

ଦଳୀୟ ଟିକେଟ ନ ମିଳିବାରୁ ଗତକାଲି ସେ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଥିଲେ। ତାଙ୍କ ପ୍ରତି ଅନ୍ୟାୟ ହୋଇଛି ଏବଂ ସେ ପ୍ରତାରିତା ହୋଇଛନ୍ତି ବୋଲି ପ୍ରାର୍ଥୀପତ୍ର ଦାଖଲ କରିବା ପରେ ସିପ୍ରା କହିଥିଲେ।

ସମ୍ବନ୍ଧିତ ଖବର