ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନାଙ୍କ ମାତୃବିୟୋଗ

ଭୁବନେଶ୍ୱର: ସ୍ୱାସ୍ଥ୍ୟ ଓ ସୂଚନା, ଲୋକମସମ୍ପର୍କ ମନ୍ତ୍ରୀ ପ୍ରତାପ ନୋଙ୍କ ମାଆ ସରସ୍ୱତୀ ଜେନାଙ୍କର ଆଜି ସକାଳେ ଭୁବନେଶ୍ୱରର ଏକ ଘରୋଇ ହଓ୍‌ପିଟାଲରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିିଲା। ବାର୍ଦ୍ଧକ୍ୟଜନିତ ରୋଗରେ ସେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ଚିକିତ୍ସିତ ହେଉଥିଲେ।
ଶ୍ରୀମତୀ ଜେନାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ବହୁ ରାଜନେତା, ବୁଦ୍ଧିଜୀବୀ ଡାକ୍ତରଖାନାରେ ପହଞ୍ଚି ତାଙ୍କର ଶେଷ ଦର୍ଶନ କରିଛନ୍ତି।

ସମ୍ବନ୍ଧିତ ଖବର