ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଚିଠି ଲେଖିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ରାଜ୍ୟରେ ଜଳସେଚିତ ଜମି ପରିମାଣକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ପରେ ପ୍ରକାଶିତ ଗଣମାଧ୍ୟମ ରିପୋର୍ଟକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି। ଜଳସେଚନ ନେଇ ନବୀନ ରାଜ୍ୟ ସରକାରଙ୍କ ଟାର୍ଗେଟ ଅତିକ୍ରମ କରିଥିବା କଥା ଉଲ୍ଲେଖ କରିଛନ୍ତି। ୨୦୧୪ ପରଠାରୁ ଜଳସେଚନ ପାଇଁ ୨୬,୮୮୯ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି ବୋଲି ଲେଖିଛନ୍ତି।

ସମ୍ବନ୍ଧିତ ଖବର