ଏନ୍‌କାଉଣ୍ଟରରେ ନକ୍ସଲ ନିହତ

ମାଲକାନଗିରି : ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲାରେ ପୁଲିସ ଓ ନକ୍ସଲ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ଜଣେ କ୍ୟାଡର ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି। ମୃତ ନକ୍ସଲ ମିଲିସିଆ ପ୍ଲାଟୁନ କମାଣ୍ଡର ମୋତି ଫାରସା(୨୮) ବୋଲି ଜଣାପଡ଼ିଛି।

ସମ୍ବନ୍ଧିତ ଖବର