୨୬ରେ କ୍ୟାବିନେଟ୍‌

ଭୁବନେଶ୍ୱର : ଆସନ୍ତା ୨୬ ତାରିଖ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେହିଦିନ ସଂଧ୍ୟାରେ ରାଜ୍ୟ କ୍ୟାବିନେଟ୍‌ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ୬ଟି ପ୍ରସ୍ତାବ ଆସିପାରେ ବୋଲି ସୂଚନା ମିଳିଛି।

ସମ୍ବନ୍ଧିତ ଖବର