ସୋମବାର କ୍ୟାବିନେଟ୍‌ ବୈଠକ

ଭୁବନେଶ୍ବର : ଆସନ୍ତା ୨୧ ତାରିଖ ସୋମବାର ଦିନ ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିବ। ସନ୍ଧ୍ୟା ୬ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏହି ବୈଠକ ହେବ। ତେବେ କ୍ୟାବିନେଟ୍‌ର ଏଜେଣ୍ଡା ସମ୍ପର୍କରେ ଜଣାପଡ଼ି ନାହିଁ।

ସମ୍ବନ୍ଧିତ ଖବର