ଅନୁସନ୍ଧାନ କରୁଥିବା ବର୍ଗ

ରାଜ୍ୟ

ମହାପ୍ରଭୁଙ୍କ ବନକଲାଗି ନୀତି ବିବାଦ: ସମାଧାନ ପାଇଁ ଜୁଲାଇ ୨୮ରେ ବସିବ ନୀତି ସବ୍‌କମିଟି ବୈଠକ

ପୁରୀ: ମହାପ୍ରଭୁଙ୍କ ବନକଲାଗି ପ୍ରସଙ୍ଗରେ ଜୁଲାଇ ୨୮ (ଶୁକ୍ରବାର) ନୀତି ସବକମିଟି ବୈଠକ ହେବ। ବୈଠକରେ ବନକଲାଗି ନେଇ ବଡ଼ ନିଷ୍ପତ୍ତି ଆସିବାର ସମ୍ଭାବନା ରହିଛି। ସେପଟେ ଆସନ୍ତା ବୁଧବାର ବନକଲାଗି କରିବାକୁ ଦତମହାପାତ୍ର ସେବକ ଲିଖିତ ପ୍ରତିଶ୍ରୁତି ଦେଲେ, ବନକଲାଗି ହେବ ବୋଲି ସୂଚନା…
ଅଧିକ ଖବର ଦେଖନ୍ତୁ...

ଓଏସ୍‌ଏସ୍‌ସି ସିଭିଲ ମେନ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲା: ମୁଖ୍ୟ ଅଭିଯୁକ୍ତ ସମେତ ପୁଣି ୮ ଜଣ ଗିରଫ

ବାଲେଶ୍ବର: ଓଏସ୍‌ଏସ୍‌ସି ସିଭିଲ ମେନ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାରେ ପୁଣି ୮ ଜଣ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଏଥିରେ ମୁଖ୍ୟ ଅଭିଯୁକ୍ତ ବି ସାମିଲ ରହିଛି। ଏଥି ସହିତ ଏହି ମାମଲାରେ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୧୭କୁ ବୃଦ୍ଧି ପାଇଛି। ଆଗାମୀ ଦିନରେ ଅଭିଯୁକ୍ତଙ୍କର ସଂଖ୍ୟା ବଢ଼ିବ…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ମୌସୁମୀ ନିମ୍ନ ଚାପରେଖା ଦକ୍ଷିଣ ଭାଗରୁ ଧୀରେ ଧୀରେ ତାର ସାଧାରଣ ଅବସ୍ଥାନକୁ ଫେରୁଥିବାରୁ ରାଜ୍ୟରେ ଆସନ୍ତା ୩୦ ତାରଖରୁ ବର୍ଷାର ବିସ୍ତୃତି ବଇବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ…
ଅଧିକ ଖବର ଦେଖନ୍ତୁ...

ଟିପିସିଓଡିଏଲ୍‌ର ଏକକାଳୀନ ସମାଧାନ ଯୋଜନା: ଗ୍ରାହକଙ୍କୁ ବକେୟା ରାଶି ଉପରେ ମିଳିବ ସ୍ବତନ୍ତ୍ର ରିହାତି

ଭୁବନେଶ୍ବର: ଟିପି ସେଂଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିସିଓଡିଏଲ୍) ପକ୍ଷରୁ ଏକକାଳୀନ ସମାଧାନ ଯୋଜନା(ଓଟିଏସ୍) ସଫଳତାର ସହ କାର୍ଯ୍ୟକାରୀ କରାଯାଇଛି । ଯାହାକୁ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆରସି)ଙ୍କ ଅନୁମୋଦନ ମିଳିଛି । ସୁଚିନ୍ତିତ ଭାବେ ପ୍ରସ୍ତୁତ ଏହି ଯୋଜନାର…
ଅଧିକ ଖବର ଦେଖନ୍ତୁ...

ବିଶିଷ୍ଟ ବାନ୍ଧଶିଳ୍ପୀ ଚତୁର୍ଭୁଜ ମେହେରଙ୍କ ଦ୍ଵାରା ତିଆରି ଶାଢ଼ି କିଣିଲେ ରାଷ୍ଟ୍ରପତି

ଭୁବନେଶ୍ବର: ରାଷ୍ଟ୍ରପତି ଦୌପ୍ରଦୀ ମୁର୍ମୁ ୩ ଦିନିଆ ଓଡ଼ିଶା ଗସ୍ତ ସମୟରେ ଗତକାଲି କେତେକ ଶାଢ଼ି କିଣିଛନ୍ତି। ରାଜଧାନୀର ମେହେର୍ସ ଶାଢ଼ି ସୋ ରୁମର ମ୍ୟାନେଜର କିଶୋର ମେହେର କାରିଗର ଚତୁର୍ଭୁଜ ମେହେରଙ୍କ ଦ୍ଵାରା ତିଆରି ଶାଢ଼ି ନେଇ ଗତକାଲି ରାତିରେ ରାଜଭବନ ଯାଇଥିଲେ। ସେ କୋଟପାଡ଼, ବୋମକାଈ,…
ଅଧିକ ଖବର ଦେଖନ୍ତୁ...

ବ୍ରହ୍ମକୁମାରୀ କେନ୍ଦ୍ରରେ ରାଷ୍ଟ୍ରପତି : ମଧ୍ୟାହ୍ନ ଭୋଜନରେ ପରଶା ହେବ ଓଡ଼ିଆ ଖାଦ୍ୟ

ଭୁବନେଶ୍ବର: ବ୍ରହ୍ମକୁମାରୀ କେନ୍ଦ୍ରରେ ରାଷ୍ଟ୍ରପତି ମଧ୍ୟାହ୍ନ ଭୋଜନ କରିବେ। ବ୍ରହ୍ମକୁମାରୀ ସଦସ୍ୟଙ୍କ ହାତରନ୍ଧା ଖାଦ୍ୟ ଖାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।  ତାଙ୍କ ପାଇଁ ପ୍ରସ୍ତୁତ ହୋଇଛି ସ୍ୱତନ୍ତ୍ର ଖାଦ୍ୟ । ଭାତ, ଡାଲି, ପାମ୍ପଡ଼, ସଜନା ଶାଗରେ ବଡ଼ି ଜହ୍ନି, କଲାରା ଚିପ୍ସ,…
ଅଧିକ ଖବର ଦେଖନ୍ତୁ...

ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦର ଘୋଷଣା: ଫେବ୍ରୁଆରି ୨୦ରୁ ମାର୍ଚ୍ଚ ୪ ଯାଏ ମାଟ୍ରିକ୍ ପରୀକ୍ଷା

କଟକ: ଘୋଷଣା  ହେଲା ମାଟ୍ରିକ୍ ପରୀକ୍ଷାର ତାରିଖ। ଏହା ୨୦୨୪  ଫେବ୍ରୁଆରି ୨୦ରୁ ଆରମ୍ଭ ହେବ। ମାର୍ଚ୍ଚ ୪ ତାରିଖ ଚାଲିବ ପରୀକ୍ଷା। ମାଟ୍ରିକ ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ହେବ। ଏନେଇ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦର ସଭାପତି ଏକ ସାମ୍ବାଦିକ ସମ୍ମିଳନୀରେ ‌ଘୋଷଣା…
ଅଧିକ ଖବର ଦେଖନ୍ତୁ...

ସିପିଆଇ ମାଓବାଦୀ ବାଘୁନା ଡିଭିଜନ ପକ୍ଷରୁ ସହିଦ ସପ୍ତାହ ପାଳନ ପାଇଁ ଲାଗିଲା ପୋଷ୍ଟର ଓ ବ୍ୟାନର

ରାୟଗଡ଼ା/କଲ୍ୟାଣସିଂହପୁର: ଆସନ୍ତାକାଲି (ଜୁଲାଇ ୨୮, ୨୦୨୩) ଠାରୁ ନକ୍ସଲଙ୍କ ସହିଦ ସପ୍ତାହ ଆରମ୍ଭ।ସହିଦ ସପ୍ତାହ ପାଳନ ନେଇ ଜିଲ୍ଲାର ଦୁର୍ଗମ ଅଂଚଳରେ ନକ୍ସଲ ଲଗାଇଲେ ପୋଷ୍ଟର ଏବଂ ବ୍ୟାନର। ରାୟଗଡା ଜିଲ୍ଲାର କଲ୍ୟାଣସିଂହପୁର ଏବଂ ନିୟମଗିରି ପାହାଡର ପର୍ସାଲି ଗ୍ରାମରେ ନକ୍ସଲ ଲଗାଇଲେ…
ଅଧିକ ଖବର ଦେଖନ୍ତୁ...

ନାବାଳକ ପୁଅ ସହ ମିଶି ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ: ଥାନାରେ ଦୁଇ ଅଭିଯୁକ୍ତ ଅଟକ

ଭଦ୍ରକ: ଭଦ୍ରକରେ ଚାଞ୍ଚଲ୍ୟ। ଭଦ୍ରକ ଗ୍ରାମାଞ୍ଚଳ ଥାନା ବାଣିତିଆ ପଞ୍ଚାୟତ ମହଲା ସାହିରେ ନାବାଳକ ପୁଅ ସହ ମିଶି ସ୍ତ୍ରୀ ସ୍ୱାମୀକୁ ଛୁରି ଭୁସି ହତ୍ୟା କରିଛି। ଘଟଣାରେ ଉଭୟ ସ୍ତ୍ରୀ ଓ ପୁଅକୁ ଥାନାରେ ଅଟକ ରଖିଛି ପୁଲିସ। ପାରିବାରିକ କଳହରୁ ଏଭଳି କାଣ୍ଡ ଘଟିଥିବା କୁହାଯାଉଛି। ସୂଚନା…
ଅଧିକ ଖବର ଦେଖନ୍ତୁ...

ସମ୍ବଲପୁର: ମହାନଦୀକୁ ଡେଇଁ ଯୁବକ ନିଖୋଜ

ସମ୍ବଲପୁର: ମହାନଦୀକୁ ଡେଇଁ ଯୁବକ ନିଖୋଜ। ଭୋର ସମୟରେ ଏହି ଅଘଟଣ ଘଟିଛି। ଟାଉନ ଥାନା ଅନ୍ତର୍ଗତ ଚାଉରପୁର ବ୍ରିଜ ଉପରୁ ପାଣିକୁ ଡେଇଁ ଯୁବକ ନିଖୋଜ ହୋଇଛି। ଯୁବକ ଜଣକ ଗୋବିନ୍ଦତୋଲା ଅଞ୍ଚଳର ବୋଲି ଜଣାପଡ଼ିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି କରୁଛି। ତେବେ…
ଅଧିକ ଖବର ଦେଖନ୍ତୁ...