ବାଲେଶ୍ୱର ଓ ଉତ୍ତର ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଓଡ଼ିଶାର ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୩୨.୬ ଡିଗ୍ରି ସେଲସିୟସ୍‌ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡାରେ ସର୍ବନିମ୍ନ ତାପମାତ୍ର ୯.୭ ଡିଗ୍ରି ସେଲସିୟସ୍‌ ରହିଛି। ବାଲେଶ୍ୱର ଓ ଉତ୍ତର ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲକ୍‌ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ରବିବାର ପୂର୍ବାନୁମାନ କରାଯାଇଛି। ବାକି ଅନ୍ୟ ସବୁ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ।

ଅନ୍ୟପକ୍ଷରେ ଆସନ୍ତା କାଲିଠାରୁ ଆର୍ଥାତ ୧୧,୧୨, ୧୩,୧୪ ଓ ୧୫ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ।

ସମ୍ବନ୍ଧିତ ଖବର