ରମେଶ ଜେନାଙ୍କ ଜାମିନ ଶୁଣାଣି: ସାକ୍ଷ୍ୟ ଗ୍ରହଣ ସଂପର୍କରେ ତଥ୍ୟ ଦାଖଲ ପାଇଁ ନିର୍ଦ୍ଦେଶ

କଟକ: ସାନଖେମୁଣ୍ଡିର ପୂର୍ବତନ ବିଧାୟକ ରମେଶ ଚନ୍ଦ୍ର ଜେନାଙ୍କ ବିରୋଧରେ ନିମ୍ନ ଅଦାଲତରେ ବିଚାରାଧୀନ ମାମଲାରେ କେତେ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଛି ସେ ସଂପର୍କରେ ତଥ୍ୟ ଦାଖଲ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହିତ ଶ୍ରୀ ଜେନାଙ୍କ ଜାମିନ ଆବେଦନର ପରବର୍ତ୍ତୀ ଶୁଣାଣି ମେ’ ୧୬ରେ କରାଯିବା ପାଇଁ ଧାର୍ଯ୍ୟ କରାଯାଇଛି। ଜଷ୍ଟିସ ଏସ୍‌.କେ.ସାହୁଙ୍କୁ ନେଇ ଗଠିତ ଖଣ୍ଡପୀଠ ଶ୍ରୀ ଜେନାଙ୍କ ନିୟମିତ ଜାମିନ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି।

ସମ୍ବନ୍ଧିତ ଖବର