ଆଇପିଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର : ରାଜ୍ୟ ସରକାର ବରିଷ୍ଠ ଆଇପିଏସ ସ୍ତରରେ ଅଦଳବଦଳ କରିଛନ୍ତି । ଏ.ସାଇନିଙ୍କୁ କ୍ରାଇମ ବ୍ରାଞ୍ଚ ଡିଆଇଜି ଦାୟିତ୍ୱ ଦିଆଯାଇଛି । ସେହିପରି ହିମାଂଶୁ ଲାଲଙ୍କୁ ଏସଟିଏଫ ଡିଆଇଜି ନିଯୁକ୍ତ କରାଯାଇଛି । ଅନ୍ୟପକ୍ଷରେ ଦକ୍ଷିଣାଞ୍ଚଳ ରେଞ୍ଜ ଡିଆଇଜି ଥିବା ଆଶିଷ କୁମାର ସିଂଙ୍କୁ ଦକ୍ଷିଣପଶ୍ଚିମାଂଚଳ ଡିଆଇଜି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।

ସମ୍ବନ୍ଧିତ ଖବର