ଶ୍ରୀଜୀଉଙ୍କୁ ଦର୍ଶନ କଲେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଦୀପକ ମିଶ୍ର

ପୁରୀ: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଦୀପକ ମିଶ୍ର ସୋମବାର ସନ୍ଧ୍ୟାରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କୁ ଦର୍ଶନ କରିଛନ୍ତି। ମୁଖ୍ୟ ବିଚାରପତିଙ୍କ ଶ୍ରୀଜୀଉଙ୍କୁ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ଜଷ୍ଟିସ ମିଶ୍ର ନିଜର ସହଧର୍ମିଣୀଙ୍କ ସହିତ ତିନି ଠାକୁରଙ୍କୁ ଦର୍ଶନ କରିଛନ୍ତି।

ସମ୍ବନ୍ଧିତ ଖବର