ଭୁବନେଶ୍ୱର: ପୁଣି ବଦଳିଲା ନିଷ୍ପତ୍ତି। ଜୁନ୍ ୨୬ରେ ନୁହେଁ, ବରଂ ରାଜ୍ୟର ସମସ୍ତ ସ୍କୁଲ ଆସନ୍ତାକାଲି ଖୋଲିବ ।ପାଗରେ ପରିବର୍ତ୍ତନ ଯୋଗୁଁ ନିଷ୍ପତ୍ତି ବଦଳାଇଲେ ସରକାର ବୋଲି ଜଣାଯାଇଛି।
ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ଦାଶ ଏହି ସୂଚନା ଦେଇଛନ୍ତି। ପୂର୍ବରୁ ୨୫ ତାରିଖ ଯାଏ ଖରାଛୁଟି ବୃଦ୍ଧି କରିଥିଲେ ସରକାର ଏବଂ ଜୁନ୍ ୨୬ରେ ସ୍କୁଲ୍ ଖୋଲିବାର ଥିଲା । କିନ୍ତୁ ଆଜି ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/06/school_girls.jpeg)