ପ୍ରିୟଦର୍ଶୀ ମିଶ୍ର, ଜନ୍ମେଜୟ ଲେଙ୍କା ଏବଂ ମୀନକେତନ ଅମାନ୍ତ ବିଜେଡିର ତିନି ରାଜ୍ୟ ସାଧାରଣ ସମ୍ପାଦକ ନିଯୁକ୍ତ

0

ଭୁବନେଶ୍ୱର: ବିଜୁ ଜନତା ଦଳର ମାନ୍ୟବର ଅଧ୍ୟକ୍ଷ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ପ୍ରିୟଦର୍ଶୀ ମିଶ୍ର, ଜନ୍ମେଜୟ ଲେଙ୍କା ଏବଂ ମୀନକେତନ ଅମାନ୍ତଙ୍କୁ ଦଳର ରାଜ୍ୟ ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରିଛନ୍ତି।

ବିଜୟ ନାୟକ ଓ ଜିତୁ ପଟ୍ଟନାୟକଙ୍କୁ ବରଗଡ଼ ଜିଲ୍ଲା ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀର କୋ-ଅବ୍‌ଜର୍‌ଭର୍‌ ଭାବେ ମଧ୍ୟ ନିଯୁକ୍ତି ମିଳିଥିବା କଥା ଦଳ ତରଫରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।

ସମ୍ବନ୍ଧିତ ଖବର

Leave A Reply

Your email address will not be published.