ଆଜି ଅପରାହ୍ଣ ୪: ୩୦ ସୁଦ୍ଧା ରାଜ୍ୟର ଚାରିଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସୋମବାର ଅପରାହ୍ଣ ୧: ୩୦ ରୁ ଅପରାହ୍ଣ ୪: ୩୦ ମଧ୍ୟରେ ରାଜ୍ୟର ଚାରିଟି ଜିଲ୍ଲାରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା କଥା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି।

ଉପରୋକ୍ତ ସମୟ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିଂବା ଦୁଇଟି ସ୍ଥାନରେ ଘଡ଼ଘଡ଼ି, ବିଜୁଳି ଓ ବର୍ଷା ହୋଇପାରେ।

ସମ୍ବନ୍ଧିତ ଖବର