Advertisment
Latest Posts
Advertisment
ରାଜ୍ୟ
ପୁରୀ ରଥଯାତ୍ରାରେ ମାଗଣା ଅଟୋ ରିକ୍ସା ସେବା ଉପଲବ୍ଧ ହେବ: ପରିବହନ ମନ୍ତ୍ରୀ
ତାଳବଣିଆରେ ଅସ୍ଥାୟୀ ବସ୍ ଷ୍ଟାଣ୍ଡ ନିର୍ମାଣ ହେବ ଏବଂ ରଥଯାତ୍ରା ସମୟରେ ପୁରୀକୁ ଚଳାଚଳ କରୁଥିବା ୨୫୦ଟି ସ୍ୱତନ୍ତ୍ର ବସ୍ ପାଇଁ ଅନୁମତି ପ୍ରଦାନ କରାଯିବ। ଦ୍ୱିତୀୟ ସମନ୍ୱୟ ବୈଠକ ସମାପ୍ତ ହେବା ପରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଏସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି...
ଜିଲ୍ଲା
ଯୁବକଙ୍କୁ ହତ୍ୟା ମାମଲା: ଝାରସୁଗୁଡ଼ାରୁ ଅଭିଯୁକ୍ତକୁ ବାନ୍ଧିଲା ପୁଲିସ
ରାଇଡିହି ଜଙ୍ଗଲରେ ଯୁବକଙ୍କୁ ହତ୍ୟା ମାମଲା। ଝାରସୁଗୁଡ଼ାରୁ ଅଭିଯୁକ୍ତକୁ ବାନ୍ଧିଲା ପୁଲିସ। ଜୁଆଖେଳରୁ ଗଣ୍ଡଗୋଳରେ ହତ୍ୟାକାଣ୍ଡ ଘଟିଥିବା ସୂଚନା ରହିଛି। ପୂର୍ବରୁ ୨୦୧୮ରେ ବାପାଙ୍କୁ ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତ ଜଣକୁ ଆଜୀବନ ସଜା ହୋଇଥିଲା।
ଖେଳ
ଆଲ୍କାରାଜ୍ଙ୍କୁ ଐତିହାସିକ ଟ୍ରଫି
ତୀବ୍ର ସଂଘର୍ଷପୂର୍ଣ୍ଣ ତଥା ଅପୂର୍ବ ଉତ୍କଣ୍ଠାପୂର୍ଣ୍ଣ ଫାଇନାଲ୍ରେ ପ୍ରଥମ ସିଡ୍ ଓ ବିଶ୍ବମାନ୍ୟତାର ପ୍ରଥମ ସ୍ଥାନରେ ଥିବା ଇଟାଲିର ଜାନିକ ସିନ୍ନରଙ୍କୁ ନାଟକୀୟ ଭାବେ ୪-୬, ୬-୭ (୪-୭), ୬-୪, ୭-୬ (୭-୩), ୭-୬ (୧୦-୨)ସେଟ୍ରେ.....
ରାଜନୀତି
ବିହାର ନିର୍ବାଚନ ପୂର୍ବରୁ ବିଜେପିକୁ ଝଟକା: ଦଳ ଛାଡିଲେ ଚର୍ଚ୍ଚିତ ୟୁଟ୍ୟୁବର୍ ମନୀଷ କଶ୍ୟପ, ଖୋଲିଲେ ଗୁମର...
ବିଜେପିରେ ରହିବା ମାନେ ଦୁର୍ନୀତିକୁ ଢାଙ୍କି ରଖିବା । ମୁଁ ଏବେ ବିଜେପିର ସକ୍ରିୟ ସଦସ୍ୟ ନୁହେଁ । ମୁଁ ବିଜେପିରେ ରହି ନିଜକୁ ବଞ୍ଚାଇ ପାରିଲିନି ତ ଲୋକଙ୍କର କଣ ସାହାଯ୍ୟ କରିବି ?
ଅପରାଧ
ଦୀର୍ଘ ୧୬ ଦିନ ପରେ ପୁଲିସ୍ ସମ୍ମୁଖରେ ଆତ୍ମସମର୍ପଣ କଲେ ଅଭିଯୁକ୍ତା
ହନିମୁନ୍ ପାଇଁ ଇନ୍ଦୋରରୁ ମେଘାଳୟ ଯାଇଥିବା ଦମ୍ପତିଙ୍କ ନିଖୋଜକୁ ନେଇ ବଡ଼ ଖୁଲାସା । ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରିଛନ୍ତି ସ୍ତ୍ରୀ। ଏକଥା ପୁଲିସ୍ ସମ୍ମୁଖରେ ନିଜେ ସ୍ବୀକାର କରି ଆତ୍ମସମର୍ପଣ କରିଛନ୍ତି ଅଭିଯୁକ୍ତା ପତ୍ନୀ।
ମନୋରଞ୍ଜନ
ଜନ୍ମଦିନ ପାଳନର ଗୋଟିଏ ଦିନ ପରେ ଆଖିବୁଜିଲେ ଲୋକପ୍ରିୟ ଚଳଚ୍ଚିତ୍ର ନିର୍ଦ୍ଦେଶକ
ଭାରତୀୟ ସିନେମା ଜଗତର ଲୋକପ୍ରିୟ ଚଳଚ୍ଚିତ୍ର ନିର୍ଦ୍ଦେଶକ ପାର୍ଥୋ ଘୋଷଙ୍କ ହୃଦଘାତରେ ମୃତ୍ୟୁ ହୋଇଛି। ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ପାର୍ଥୋ ଧୁମଧାମରେ ପାଳନ କରିଥିଲେ ଜନ୍ମଦିନ।