Advertisment
Latest Posts
Advertisment
ରାଜ୍ୟ
କାଜୁ ତୋଳୁଥିଲେ ମହିଳା; କଚାଡ଼ି ଦେଲା ହାତୀ
ଦେବଗଡ଼ ଜିଲ୍ଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଆଉଁଳୀ ଗ୍ରାମରେ ଆଜି ଜଣେ ମହିଳାଙ୍କୁ ହାତୀ କଚାଡ଼ି ଦେଇଛି। ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳାଙ୍କ ନାମ କଳାବତୀ ପ୍ରଧାନ (୫୫)।
ଜିଲ୍ଲା
୫ ଲକ୍ଷ ପୁରସ୍କାର ଘୋଷିତ ମାଓବାଦୀ ଗିରଫ
ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଛୋଟେବେଠିଆ ପୁଲିସ ଏବଂ ବିଏସଏଫର ଚଢ଼ାଉରେ ଜଣେ ୫ ଲକ୍ଷ ପୁରସ୍କାର ଘୋଷିତ ନକ୍ସଲ ଗିରଫ ହୋଇଛି। ପରେ କୋର୍ଟ ଚାଲାଣ କରାଯାଇଥିବା ପୁଲିସ ପକ୍ଷରୁ ସୂଚନା ରହିଛି।
ଖେଳ
ଏସୀୟ ଭାରୋତ୍ତୋଳନ ପାଇଁ ମୀନା ଓ ବିଦୁସ୍ମିତା ମନୋନୀତ
ଲାଇ ୧ରୁ ୧୦ ତାରିଖ ପର୍ଯ୍ୟନ୍ତ କାଜାକସ୍ତାନର ଆସ୍ଥାନାଠାରେ ଖେଳାଯିବାକୁ ଥିବା ଏସୀୟ ଯୁବ ଓ କନିଷ୍ଠ ଭାରୋତ୍ତୋଳନ ପ୍ରତିଯୋଗିତା ଲାଗି ଓଡ଼ିଶାରୁ ମୀନା ସାନ୍ତା (ଏ) ଏବଂ ବିଦୁସ୍ମିତା ଭୋଇ ଭାରତୀୟ ଦଳରେ ମନୋନୀତ ହୋଇଛନ୍ତି।
ରାଜନୀତି
ବିଜେପିର ଦିଲ୍ଲୀ ବିଜୟ ପରେ ଦମ୍ଭ ଦେଖାଇଲେ ଶାହ: କହିଲେ, ଆମେ ୨୦୨୬ରେ ପଶ୍ଚିମବଙ୍ଗ-ତାମିଲନାଡୁରେ ସରକାର ଗଢିବୁ...
ଏକ ଜନସଭାରେ ଖୋଲା ଘୋଷଣା କରି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି- ଆମେ ୨୦୨୫ରେ ଦିଲ୍ଲୀରେ ସରକାର ଗଢିଲୁ । ୨୦୨୬ରେ ପଶ୍ଚିମବଙ୍ଗ ଏବଂ ତାମିଲନାଡୁରେ ବିଜେପି ସରକାର ଗଢିବାକୁ ଯାଉଛି...
ଅପରାଧ
ବୃଦ୍ଧାଙ୍କ ତଣ୍ଟି କାଟି ଲୁଟ୍ ଉଦ୍ୟମ: ବନ୍ଧାହେଲା ଦୁର୍ଦ୍ଦାନ୍ତ ବ୍ଲାକ୍ କୋବ୍ରା ପରମା
ଘରେ ଏକାକୀ ଥିବା ଜଣେ ୭୨ ବର୍ଷ ବୟସର ବୃଦ୍ଧାଙ୍କ ବେକକୁ ଛୁରିରେ ଆଘାତ କରି ଲୁଟ୍ ଉଦ୍ୟମ କରିଥିବା ଦୁର୍ଦ୍ଦାନ୍ତ ଅପରାଧୀ ପରମା ରାଓକୁ ମୈତ୍ରୀବିହାର ଥାନା ପୁଲିସ ବାନ୍ଧିଛି। ଚୋରି କଲାବେଳେ କଳା ରଙ୍ଗର ମୁଖା....
ମନୋରଞ୍ଜନ
‘ମହାଭାରତ’ ପରେ ଅବସର ନେବେ ଆମୀର!
ଖୁବ୍ଶୀଘ୍ର ଅଭିନୟରୁ ଅବସର ନେବେ ବଲିଉଡ୍ର ମିଷ୍ଟର୍ ପର୍ଫେକ୍ସନିଷ୍ଟ୍ ଭାବେ ଜଣାଶୁଣା ସୁପର୍ଷ୍ଟାର୍ ଆମୀର୍ ଖାନ୍! ବର୍ତ୍ତମାନ ଏଭଳି ଏକ ଚର୍ଚ୍ଚା ଶୁଣିବାକୁ ମିଳୁଛି। ଅସଲ କଥା ହେଲା, ଆଗକୁ ଆଉ ଅଧିକ ଫିଲ୍ମ ନକରି ଅଭିନୟରୁ ଅବ୍ୟାହତି....