Advertisment
Latest Posts
Advertisment
ରାଜ୍ୟ
ସାନଭାଇର ଲୁହାଛଡ଼ ଆକ୍ରମଣରେ ଚାଲିଗଲା ବଡ଼ଭଉଣୀର ଜୀବନ
ଘରୋଇ କଳିକୁ କେନ୍ଦ୍ର କରି ସାନଭାଇର ଲୁହାଛଡ଼ ଆକ୍ରମଣରେ ବଡ଼ ଭଉଣୀର ମୃତ୍ୟୁ ହୋଇଛି l ଏମିତି ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ ଜିଲ୍ଲା ମହୁଲପଦା ଥାନା ଜିନକଳା ଗ୍ରାମରେ l
ଜିଲ୍ଲା
ଯୁବକଙ୍କୁ ହତ୍ୟା ମାମଲା: ଝାରସୁଗୁଡ଼ାରୁ ଅଭିଯୁକ୍ତକୁ ବାନ୍ଧିଲା ପୁଲିସ
ରାଇଡିହି ଜଙ୍ଗଲରେ ଯୁବକଙ୍କୁ ହତ୍ୟା ମାମଲା। ଝାରସୁଗୁଡ଼ାରୁ ଅଭିଯୁକ୍ତକୁ ବାନ୍ଧିଲା ପୁଲିସ। ଜୁଆଖେଳରୁ ଗଣ୍ଡଗୋଳରେ ହତ୍ୟାକାଣ୍ଡ ଘଟିଥିବା ସୂଚନା ରହିଛି। ପୂର୍ବରୁ ୨୦୧୮ରେ ବାପାଙ୍କୁ ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତ ଜଣକୁ ଆଜୀବନ ସଜା ହୋଇଥିଲା।
ଖେଳ
ଆଲ୍କାରାଜ୍ଙ୍କୁ ଐତିହାସିକ ଟ୍ରଫି
ତୀବ୍ର ସଂଘର୍ଷପୂର୍ଣ୍ଣ ତଥା ଅପୂର୍ବ ଉତ୍କଣ୍ଠାପୂର୍ଣ୍ଣ ଫାଇନାଲ୍ରେ ପ୍ରଥମ ସିଡ୍ ଓ ବିଶ୍ବମାନ୍ୟତାର ପ୍ରଥମ ସ୍ଥାନରେ ଥିବା ଇଟାଲିର ଜାନିକ ସିନ୍ନରଙ୍କୁ ନାଟକୀୟ ଭାବେ ୪-୬, ୬-୭ (୪-୭), ୬-୪, ୭-୬ (୭-୩), ୭-୬ (୧୦-୨)ସେଟ୍ରେ.....
ରାଜନୀତି
ବିହାର ନିର୍ବାଚନ ପୂର୍ବରୁ ବିଜେପିକୁ ଝଟକା: ଦଳ ଛାଡିଲେ ଚର୍ଚ୍ଚିତ ୟୁଟ୍ୟୁବର୍ ମନୀଷ କଶ୍ୟପ, ଖୋଲିଲେ ଗୁମର...
ବିଜେପିରେ ରହିବା ମାନେ ଦୁର୍ନୀତିକୁ ଢାଙ୍କି ରଖିବା । ମୁଁ ଏବେ ବିଜେପିର ସକ୍ରିୟ ସଦସ୍ୟ ନୁହେଁ । ମୁଁ ବିଜେପିରେ ରହି ନିଜକୁ ବଞ୍ଚାଇ ପାରିଲିନି ତ ଲୋକଙ୍କର କଣ ସାହାଯ୍ୟ କରିବି ?
ଅପରାଧ
ହନିମୁନ୍ ହତ୍ୟା ମାମଲା: ଝିଅ ପକ୍ଷ ନେଇ ମେଘାଳୟ ପୁଲିସ୍କୁ ଦୋଷ ଦେଲେ ଅଭିଯୁକ୍ତାଙ୍କ ବାପା
ହନିମୁନ୍ ପାଇଁ ଇନ୍ଦୋରରୁ ମେଘାଳୟ ଯାଇଥିବା ଦମ୍ପତିଙ୍କ ନିଖୋଜକୁ ନେଇ ବଡ଼ ଖୁଲାସା । ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରିଛି ସ୍ତ୍ରୀ । ହନିମୁନ୍ରେ ଯାଇଥିବା ଦମ୍ପତି ରାଜା ରଘୁବଂଶୀ ଓ ସୋନମ ରଘୁବଂଶୀ ନିଖୋଜ ହେବା ନେଇ ସାରା ଦେଶରେ ଚହଳ ସୃଷ୍ଟି ହୋଇଥିଲା ।
ମନୋରଞ୍ଜନ
‘ମହାଭାରତ’ ପରେ ଅବସର ନେବେ ଆମୀର!
ଖୁବ୍ଶୀଘ୍ର ଅଭିନୟରୁ ଅବସର ନେବେ ବଲିଉଡ୍ର ମିଷ୍ଟର୍ ପର୍ଫେକ୍ସନିଷ୍ଟ୍ ଭାବେ ଜଣାଶୁଣା ସୁପର୍ଷ୍ଟାର୍ ଆମୀର୍ ଖାନ୍! ବର୍ତ୍ତମାନ ଏଭଳି ଏକ ଚର୍ଚ୍ଚା ଶୁଣିବାକୁ ମିଳୁଛି। ଅସଲ କଥା ହେଲା, ଆଗକୁ ଆଉ ଅଧିକ ଫିଲ୍ମ ନକରି ଅଭିନୟରୁ ଅବ୍ୟାହତି....