Advertisment
Latest Posts
Advertisment
ରାଜ୍ୟ
ଆସନ୍ତାକାଲିଠୁ ବଢ଼ିବ ଗରମ
ରାଜ୍ୟରେ ଏବେ ପାଗ ଆଂଶିକ ମେଘୁଆ ରହୁଥିବା ବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, ସୁନ୍ଦରଗଡ଼, ଗଞ୍ଜାମ, ଗଜପତି, ପୁରୀ, ନବରଙ୍ଗପୁର, ଅନୁଗୁଳ, ବୌଦ୍ଧ, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଛି।
ଜିଲ୍ଲା
ଜମିବାଡ଼ି ବିବାଦ: ଶାଳୀଙ୍କୁ ବିଚ୍ ରାସ୍ତାରେ ହାଣି ହତ୍ୟା କଲା ଭିଣୋଇ
ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଧିନ ଚଢ଼େୟାପଲ୍ଲୀ ଗ୍ରାମରେ ଗୁରୁବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଆଶାକର୍ମୀ ବିଜୟାଲକ୍ଷ୍ମୀ ତ୍ରିପାଠୀଙ୍କୁ ହତ୍ୟା କରା ଯାଇଥିବା ଅଭିଯୋଗ ହୋଇଛି। ଜମିଜମା ବିବାଦକୁ କେନ୍ଦ୍ର କରି ତାଙ୍କ ଭିଣୋଇ ହିଁ ହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ...
ଖେଳ
ବେଙ୍ଗାଲୁରୁ ଦଳାଚକଟା : ତଦନ୍ତ କମିଟି ଗଠନ କଲେ କର୍ଣ୍ଣାଟକ ସରକାର, ପୁଲିସ କମିସନର, ଡିସିବି ନିଲମ୍ବିତ
ବେଙ୍ଗାଲୁରୁର ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଦଳାଚକଟା ଘଟଣା କର୍ଣ୍ଣାଟକ ସରକାରଙ୍କୁ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବାଧ୍ୟ କରିଛି। କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଘୋଷଣା କରିଛନ୍ତି ଯେ ଅବସରପ୍ରାପ୍ତ ହାଇକୋର୍ଟ ବିଚାରପତି ଜନ୍ ମାଇକେଲ୍ ଡି'କୁନହା ଏହି ଘଟଣାର ତଦନ୍ତ କରିବେ।
ରାଜନୀତି
ବିଦେଶରେ କାହାକୁ ନଜଣାଇ ଟିଏମ୍ସି ସାଂସଦଙ୍କୁ ବିବାହ କଲେ ବିଜେଡି ନେତା ପିନାକୀ ମିଶ୍ର
ବର୍ତ୍ତମାନ ବିବାହ ଋତୁ ଚାଲିଥିବା ବେଳେ ଏକ ହାଇ ପ୍ରୋଫାଇଲ୍ ବାହାରଘରର ଖବର ସାମ୍ନାକୁ ଆସିଛି। ତୃଣମୂଳ କଂଗ୍ରେସ (ଟିଏମ୍ସି) ସାଂସଦ ମହୁଆ ମୋଇତ୍ରା ମେ ୩ ତାରିଖରେ ବିଦେଶରେ ଆୟୋଜିତ ଏକ ଉତ୍ସବରେ ବିଜୁ ଜନତା ଦଳ (ବିଜେଡି) ନେତା ପିନାକୀ ମିଶ୍ରଙ୍କ ସହିତ ବିବାହ ବନ୍ଧନରେ ଆବଦ୍ଧ ହୋଇଥିବା ସୂଚନା ମିଳିଛି।
ଅପରାଧ
ଶର୍ମିଷ୍ଠା ପାନୋଲିଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କଲେ ଅଦାଲତ
‘ଅପରେସନ୍ ସିନ୍ଦୂର’ ଉପରେ ହୋଇଥିବା ଏକ ପୋଷ୍ଟ୍ରେ ବିବାଦୀୟ ମନ୍ତବ୍ୟ ଦେଇ ଜେଲ୍ ଯାଇଥିବା ଆଇନ ଛାତ୍ରୀ ଶର୍ମିଷ୍ଠା ପାନୋଲିଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି କଲିକତା ହାଇକୋର୍ଟ।
ମନୋରଞ୍ଜନ
ବିବାହର ଗୋଟିଏ ଦିନ ପରେ କାମକୁ ଫେରିଲେ ହିନା
ସାଧାରଣତଃ ବିବାହ ପରେ ଷ୍ଟାରମାନେ ଜୀବନସାଥୀଙ୍କ ସହିତ ସମୟ ବିତାଇବା ପାଇଁ କିଛିଦିନ କାମରୁ ବିରତି ନେଇଥାଆନ୍ତି। କିନ୍ତୁ ଏହା ହିନାଙ୍କ କ୍ଷେତ୍ରରେ ଦେଖିବାକୁ ମିଳି ନଥିଲା।