Latest Posts
ରାଜ୍ୟ
ଓଏଏସ୍ ରେଜଲ୍ଟ-୨୦୨୨ ପ୍ରକାଶିତ: ୬୮୩ ଜଣ କୃତକାର୍ଯ୍ୟ
ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ପରିଚାଳିତ ବହୁ ପ୍ରତିକ୍ଷୀତ ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା-୨୦୨୨ର ଫଳ ଶନିବାର ପ୍ରକାଶିତ ହୋଇଛି। ଏହି ପରୀକ୍ଷାରେ ୬୮୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ବେଳେ ପ୍ରଥମ ଉଦ୍ୟମରେ ଶ୍ବେତାଶ୍ରୀ ମହାପାତ୍ର ପ୍ରଥମ ସ୍ଥାନ ସହ ସଫଳତା ହାସଲ କରିଛନ୍ତି।
ଜିଲ୍ଲା
ବାର୍ହା ଆକ୍ରମଣରେ ୩ ଆହତ, ଜଣେ ଗୁରୁତର
ବ୍ରହ୍ମଗିରି ଥାନା ଡାହାଣୀଗଡିଆ ଗାଁରେ ଗୁରୁବାର ୨ଟି ବାର୍ହା ହଠାତ୍ ଗାଁ ଭିତରେ ପଶି ୪ ଜଣକୁ ଆକ୍ରମଣ କରିଛନ୍ତି। ଆକ୍ରମଣରେ ଜଣେ ଗୁରତର ହୋଇ ପୁରୀ ସଦର ଡାକ୍ତର ଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି...
ଖେଳ
ବେଙ୍ଗାଲୁରୁ ଟେଷ୍ଟ : ଭାରତ ୪୬୨ରେ ଅଲଆଉଟ୍
ବେଙ୍ଗାଲୁରୁର ଏମ.ଚିନ୍ନାସ୍ବାମୀ ଷ୍ଟାଡିୟମଠାରେ ଖେଳାଯାଉଥିବା ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟେଷ୍ଟ ରୋମାଞ୍ଚକର ମୋଡ଼ରେ ପହଞ୍ଚିଯାଇଛି । ନିଜର ପ୍ରଥମ ଇନିଂସରେ ମାତ୍ର ୪୬ ରନରେ ଅଲଆଉଟ୍ ହୋଇଯାଇଥିବା ଭାରତ ନିଜର ଦ୍ବିତୀୟ ଇନିଂସରେ ୪୬୨ ରନ କରି ଅଲଆଉଟ ହୋଇଯାଇଛି ।
ରାଜନୀତି
ନବୀନ ପଟ୍ଟନାୟକ ଯଦି ସବୁ ଅଞ୍ଚଳ ବୁଲିଥାନ୍ତେ, ନିର୍ବାଚନ ଫଳ ଭଲ ହୋଇଥାନ୍ତା।: ନୃସିଂହ ସାହୁ
ନବୀନ ପଟ୍ଟନାୟକ ନ ବୁଲି ଅନ୍ୟ କେହି ପ୍ରଚାର କଲେ କେମିତି ହେବ। ଏଭଳି କହି ଅସନ୍ତୋଷ ପ୍ରକାଶ କରିଛନ୍ତି ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ନୃସିଂହ ସାହୁ।
ଅପରାଧ
୨୦୦ ଲିଟର ଦେଶୀ ମଦ ଜବତ, ଯୁବକ ଗିରଫ
ବାସେଳିସାହି ଅଞ୍ଚଳରୁ ଆଜି ସକାଳୁ ୪୦୪ ଗ୍ରାମ ବ୍ରାଉନସୁଗାର ଜବତ ହୋଇଥିବା ବେଳେ ବଳଙ୍ଗା ଥାନା ଅଧୀନ ମିର୍ଜାପୁରୂ ଛକରେ ବ୍ୟାପକ ପରିମାଣରେ ମଦ ଜବତ କରାଯାଇଛି। ମଦ କାରବାର ଘଟଣାରେ ପୁଲିସ ଜଣେ ଯୁବକକୁ ଗିରଫ କରିଛି। ଗିରଫ ଅଭିଯୁକ୍ତର ନାମ ଚିନ୍ମୟ ଜେନା।
ମନୋରଞ୍ଜନ
ମୋ ପୁଅ କାହିଁକି କ୍ଷମା ମାଗିବ? ସେ କାହାକୁ ହତ୍ୟା କରିନି: ସଲିମ୍
ସଲମାନ ଏକ କଳା ହରିଣକୁ ହତ୍ୟା କରିଥିବା ଦାବି କରି ବାରମ୍ବାର ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ ହତ୍ୟା ଧମକ ଦେବାରେ ଲାଗିଛି। ହେଲେ ଏହାକୁ ଅସ୍ବୀକାର କରି ମୋ ପୁଅ କାହାକୁ ମାରିନାହିଁ ବୋଲି କହିଛନ୍ତି ସଲିମ୍।