Latest Posts
ରାଜ୍ୟ
୭ ଯୁବକଙ୍କୁ ନେଇ ସୁନ୍ଦରପୁରରେ ସିନ୍ ରିକ୍ରିଏସନ୍ କଲା ଚନ୍ଦକା ପୁଲିସ
ଭରତପୁର ଥାନାରେ ଆର୍ମି ମେଜର ଗୁରୁବଂଶ ସିଂ ଓ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ହୋଇଥିବା ନିର୍ଯାତନା ଘଟଣାରେ ୭ ଯୁବକଙ୍କୁ ନେଇ ସୁନ୍ଦରପୁରରେ ସିନ୍ ରିକ୍ରିଏସନ୍ କରିଛି ଚନ୍ଦକା ପୁଲିସ। ଏହି ଅଘଟଣ ବେଳେ ଥିବା ଆଉ ଫେରାର୍ ଥିବା ୩/୪ ଯୁବକଙ୍କୁ ପୁଲିସ ଖୋଜିବା ଜାରି ରଖିଛି।
ଜିଲ୍ଲା
ବୃଦ୍ଧାଙ୍କୁ କଚାଡି ମାରିଲା ହାତୀ
ପରିସ୍ରା କରିବାକୁ ଆସି ଜଣେ ବୃଦ୍ଧାଙ୍କ ଜୀବନ ଯାଇଛି।୬୧ ବର୍ଷୀୟ ବୃଦ୍ଧାଙ୍କୁ ଶୁଣ୍ଢରେ କଚାଡି କୁଳଡିହା ହାତୀ ମାରିଦେଇଛି। ବିଳମ୍ବିତ ରାତିରେ ହାତୀ ଏଭଳି କାଣ୍ଡ ଭିଆଇଛି...
ଖେଳ
ଦିନକରେ ୧୭ ୱିକେଟ୍ ପତନ: ଭାରତ ୩୦୮ ରନ୍ରେ ଆଗୁଆ
ଚେପକ୍ରେ ଚାଲିଥିବା ଭାରତ-ବାଂଲାଦେଶ ପ୍ରଥମ ଟେଷ୍ଟ୍ରେ ଶୁକ୍ରବାର ଦ୍ବିତୀୟ ଦିବସରେ ମୋଟ ୧୭ ୱିକେଟ୍ର ପତନ ଘଟିଛି। ଏହାରି ଭିତରେ ଭାରତ କିନ୍ତୁ ନିଜକୁ ନିୟନ୍ତ୍ରଣରେ ରଖିଥିବା ବେଳେ ହାତରେ ୭ ୱିକେଟ୍ ଥାଇ ୩୦୮ ରନ୍ରେ ଅଗ୍ରଣୀ ହୋଇସାରିଛି।
ରାଜନୀତି
ଏଥର ଆପ୍ ସମର୍ଥନ ବିନା ହରିୟାଣାରେ ସରକାର ଗଠନ ହୋଇପାରିବ ନାହିଁ : କେଜ୍ରିଓ୍ବାଲ୍
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆମ୍ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲ ହରିୟାଣାର ଯମୁନାନଗରରେ ପହଞ୍ଚି ଏକ ରୋଡ୍ ସୋ କରିଛନ୍ତି। ଏହି ସମୟରେ ସେ କହିଛନ୍ତି ଯେ ହରିୟାଣାରେ ଏଥର ଯିଏ ବି ସରକାର ଗଢିବ ତାହା ଆପ୍ ର ସମର୍ଥନ ବିନା ସମ୍ଭବ ହେବ ନାହିଁ ।
ଅପରାଧ
୭ ଯୁବକଙ୍କୁ ନେଇ ସୁନ୍ଦରପୁରରେ ସିନ୍ ରିକ୍ରିଏସନ୍ କଲା ଚନ୍ଦକା ପୁଲିସ
ଭରତପୁର ଥାନାରେ ଆର୍ମି ମେଜର ଗୁରୁବଂଶ ସିଂ ଓ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ହୋଇଥିବା ନିର୍ଯାତନା ଘଟଣାରେ ୭ ଯୁବକଙ୍କୁ ନେଇ ସୁନ୍ଦରପୁରରେ ସିନ୍ ରିକ୍ରିଏସନ୍ କରିଛି ଚନ୍ଦକା ପୁଲିସ। ଏହି ଅଘଟଣ ବେଳେ ଥିବା ଆଉ ଫେରାର୍ ଥିବା ୩/୪ ଯୁବକଙ୍କୁ ପୁଲିସ ଖୋଜିବା ଜାରି ରଖିଛି।
ମନୋରଞ୍ଜନ
ଆଇଫୋନ୍ର କେଉଁ ଭାରିଆଣ୍ଟ୍ ବ୍ୟବହାର କରୁଛନ୍ତି ମାଧୁରୀ?
ଆଇଫୋନ୍୧୬ ସିରିଜ୍ ଭାରତରେ ବିକ୍ରି ହେବା ପାଇଁ ଏବେ ଉପଲବ୍ଧ। ଆପଲ୍ର ଏହି ଲାଟେଷ୍ଟ୍ ଫୋନ୍କୁ ନେଇ ଲୋକଙ୍କ ଭିତରେ ଖୁବ୍ ଉତ୍ସାହ ଦେଖିବାକୁ ମିଳୁଛି। ତେବେ ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା ହେଉଛି ଏହି ଉତ୍ସାହ କେବଳ ସାଧାରଣ ଲୋକଙ୍କ ଭିତରେ ନୁହେଁ; ବରଂ ସେଲିବ୍ରିଟିମାନଙ୍କ ମଧ୍ୟରେ ବି ରହିଛି।