Latest Posts
ରାଜ୍ୟ
ପୁରୀ ବିମାନବନ୍ଦର ପାଇଁ ଖୁବ୍ ଶୀଘ୍ର ଜମି ଅଧିଗ୍ରହଣ
ପୁରୀରେ ନିର୍ମାଣ ହେବାକୁ ଥିବା ‘ଶ୍ରୀ ଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର’ ପାଇଁ ଖୁବ୍ ଶୀଘ୍ର ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ ହେବ। ଏଥିପାଇଁ ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ୧୨ଜଣିଆ କମିଟି ଗଠନ ହୋଇଛି।
ଜିଲ୍ଲା
ବାର୍ହା ଆକ୍ରମଣରେ ୩ ଆହତ, ଜଣେ ଗୁରୁତର
ବ୍ରହ୍ମଗିରି ଥାନା ଡାହାଣୀଗଡିଆ ଗାଁରେ ଗୁରୁବାର ୨ଟି ବାର୍ହା ହଠାତ୍ ଗାଁ ଭିତରେ ପଶି ୪ ଜଣକୁ ଆକ୍ରମଣ କରିଛନ୍ତି। ଆକ୍ରମଣରେ ଜଣେ ଗୁରତର ହୋଇ ପୁରୀ ସଦର ଡାକ୍ତର ଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି...
ଖେଳ
ଘୋର ଦୁର୍ଦ୍ଦଶା: ଏକ ନମ୍ବର ଭାରତ ୪୬ରେ ଅଲ୍ଆଉଟ୍
ବର୍ଷା ପ୍ରଭାବିତ ବେଙ୍ଗାଲୁରୁ ଟେଷ୍ଟ୍ରେ ଘୋର ଦୁର୍ଦ୍ଦଶାର ସମ୍ମୁଖୀନ ହୋଇଛି ଭାରତୀୟ କ୍ରିକେଟ୍ ଦଳ। ତାରକା ଖଚିତ ବ୍ୟାଟିଂକ୍ରମ ଅଚାନକ ତାସଘର ଭଳି ଭୁଶୁଡ଼ିପଡ଼ିଛି। ଲଜ୍ଜାଜନକ ଭାବେ ମାତ୍ର ୪୬ ରନ୍ରେ ଅଲ୍ଆଉଟ୍ ହୋଇଯାଇଛି ଟିମ୍ ଇଣ୍ଡିଆ।
ରାଜନୀତି
ସଙ୍କଟରେ କଟକ ବିଜେଡି: ଆରମ୍ଭ ହେଲାଣି ଭୁଶୁଡ଼ିବା ପ୍ରକ୍ରିୟା!
ନିକଟରେ ଦଳର ସଦସ୍ୟ ସଂଗ୍ରହ ସମାବେଶରେ ଚୌଦ୍ବାର-କଟକ ବିଧାୟକ ସୌଭିକ ବିଶ୍ବାଳ ଦଳକୁ ଚଳାଉଥିବା ଦୁଇ ନେତାଙ୍କୁ ସିଧାସଳଖ ଆକ୍ଷେପ କରି ତାଙ୍କୁ ପଛରୁ ଛୁରି ମାରୁଥିବା ଭଳି ବିସ୍ଫୋରକ ବୟାନ ଦେଇଥିଲେ।
ଅପରାଧ
ଅଭିନେତା ଅନୁଭବଙ୍କ ନକଲି ଇନ୍ଷ୍ଟାଗ୍ରାମ୍ ମାମଲା: ଦିଲ୍ଲୀରୁ ଧରାପଡ଼ିଲା ଧୂର୍ତ୍ତ ଭୀଷ୍ମ ମହନ୍ତ
ଓଲିଉଡ୍ ଅଭିନେତା ଅନୁଭବ ମହାନ୍ତିଙ୍କ ନାଁରେ ନକଲି ଇନ୍ଷ୍ଟାଗ୍ରାମ ଆକାଉଣ୍ଟ ଖୋଲି କର୍କଟ ପୀଡ଼ିତାଙ୍କ ଚିକିତ୍ସା ପାଇଁ ଟଙ୍କା ମାଗୁଥିବା ମାମଲାର ପର୍ଦ୍ଦାଫାସ କରିଛି କଟକ ସାଇବର ପୁଲିସ।
ମନୋରଞ୍ଜନ
ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଇିଡି ଜେରା: ଆଇପିଏଲ୍ ବେଟିଂ ବିଜ୍ଞାପନ ମାମଲା
ମହାଦେବ ବେଟିଂ ଆପ୍ ଓ ଫେୟାର୍ ପ୍ଲେ ଆପ୍ରେ ବେଆଇନ ବିଜ୍ଞାପନରେ ଅଭିନୟ କରିବା ମାମଲାରେ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଭିନେତ୍ରୀ ତମ୍ମନା ଭାଟିଆଙ୍କୁ ଦୀର୍ଘ ୫ ଘଣ୍ଟା ଜେରା କରିଛି।