Advertisment
Latest Posts
Advertisment
ଜିଲ୍ଲା
ଟ୍ରଲିକୁ ଧକ୍କା ଦେଲା ପାସେଞ୍ଜର ଟ୍ରେନ୍: ଜଣେ ମୃତ, ୨ ଆହତ
ରାୟଗଡ଼ା ରେଳବାଇ ଷ୍ଟେସନ ୪ ନମ୍ବର ପ୍ଲାଟଫର୍ମରେ ଗୁରୁବାର ପାସେଞ୍ଜର ଟ୍ରେନ୍ ଏକ ଲାଇଟ ମଟର ଟ୍ରଲିକୁ ଧକ୍କା ଦେବା ଫଳରେ ଜଣେ ଶ୍ରମିକ ମୃତ୍ୟୁବରଣ କରିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି...
Gallery
ପଲ୍ଲୀରୁ ଦିଲ୍ଲୀ ଜାରି ରହିବ ଆନ୍ଦୋଳନ: ବିରୋଧୀଙ୍କ ରଣ ହୁଙ୍କାର
ଗୁରୁବାର କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ସାରା ରାଜ୍ୟରେ ଦେଖିବାକୁ ମିଳିଛି। ରାସ୍ତାରେ ରାଜନୈତିକ ଦଳରକର୍ମୀମାନେ ପିକେଟିଂ କରୁଛନ୍ତି। ଫଳରେ ସାଧାରଣ ଜୀବନଯାତ୍ରା ବିପର୍ଯ୍ୟନ୍ତ ହୋଇ ପଡ଼ିଛି...
ବାଣିଜ୍ୟ
ଓଡ଼ିଶା ବନ୍ଦ ପ୍ରଭାବ: ୧୫୦୦ କୋଟି କ୍ଷତି
ବାଲେଶ୍ବର ଏଫ୍ଏମ୍ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀଙ୍କ ଆତ୍ମାହୁତି ମାମଲାରେ ଆଜି କଂଗ୍ରେସ ଓ ବାମଦଳଗୁଡ଼ିକ ପକ୍ଷରୁ ଓଡ଼ିଶା ବନ୍ଦ କରାଯାଇଥିଲା। ଏହି ବନ୍ଦ ଯୋଗୁ କେବଳ ଜନସାଧାରଣ ଅସୁବିଧାର ସମ୍ମୁଖୀନ ହୋଇନାହାନ୍ତି, ଅର୍ଥନୀତିକୁ ବହୁମୂଲ୍ୟ ଦେବାକୁ ପଡ଼ିଛି।
ଅପରାଧ
ଅଧ୍ୟାପକଙ୍କ ନାଁରେ ଯୌନ ଶୋଷଣ ଅଭିଯୋଗ: ଅଧ୍ୟକ୍ଷଙ୍କ ସୁପାରିସ ସତ୍ତ୍ବେ କାର୍ଯ୍ୟାନୁଷ୍ଠାନ ହେଲାନି
ଅସଦାଚରଣ ଓ ଯୌନ ଶୋଷଣ ଅଭିଯୋଗରେ ଗିରଫ ହୋଇ କୋର୍ଟଚାଲାଣ ହୋଇଥିବା ଜଣେ ଅଧ୍ୟାପକଙ୍କୁ ରାଜନୈତିକ ଚାପରେ ପୁନଃନିଯୁକ୍ତି ମିଳିଥିବାରୁ ଚିତାଳୋ ଡିଗ୍ରି ମହାବିଦ୍ୟାଳୟରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି।
ମନୋରଞ୍ଜନ
ମୁମ୍ବାଇରେ ଥିବା ନିଜର ଆପାର୍ଟମେଣ୍ଟ ବିକ୍ରି କଲେ ସଲମାନ
ବଲିଉଡ ଅଭିନେତା ସଲମାନ ଖାନ ମୁମ୍ବାଇରେ ତାଙ୍କର ଏକ ସମ୍ପତ୍ତି ବିକ୍ରି କରିଛନ୍ତି। ସଲମାନଙ୍କ ଏହି ସମ୍ପତ୍ତି ମୁମ୍ବାଇର ବାନ୍ଦ୍ରା ୱେଷ୍ଟରେ ଥିଲା। ସଲମାନଙ୍କ ଏହି ଆପାର୍ଟମେଣ୍ଟର ବିକ୍ରୟ ଏହି ମାସରେ ପଞ୍ଜିକୃତ ହୋଇଛି।
ପୁନଶ୍ଚ ପୃଥିବୀ
‘ପରିବେଶ ସୁରକ୍ଷା ସହ ଜଳବାୟୁ ପରିବର୍ତ୍ତନର ପାଠ ପଢିବେ ଛାତ୍ରଛାତ୍ରୀ’
ସ୍କୁଲ ପାଠ୍ୟକ୍ରମରେ ମିସନ ଲାଇଫକୁ ଯୋଡାଗଲେ ସାରା ଭାରତବର୍ଷରେ ୧୪.୭ ଲକ୍ଷରୁ ଅଧିକ ସ୍କୁଲ ଏବଂ ୩୦ କୋଟିରୁ ଅଧିକ ଛାତ୍ରଛାତ୍ରୀମାନେ ଏହି ଜନଆନ୍ଦୋଳନରେ ଯୋଡ଼ିହେବେ, ଯାହା ପରିବେଶ ପାଇଁ ସୁସ୍ଥ ଜୀବନଶୈଳୀକୁ ବ୍ୟାପକ କରିବାରେ ସାହାଯ୍ୟ କରିବ।