Latest Posts
ରାଜ୍ୟ
ବୌଦ୍ଧରେ ମାଓ ଦମନ ଏବଂ ଆଇନଶୃଙ୍ଖଳା ପରିସ୍ଥିତି ନେଇ ସମୀକ୍ଷା କଲେ ପୁଲିସ ଡିଜି
ପୁଲିସ ଡିଜି ୱାଇ. ବି. ଖୁରାନିଆ ବୌଦ୍ଧ ଗସ୍ତରେ ଯାଇ ମାଓ ଦମନ ଏବଂ ଆଇନଶୃଙ୍ଖଳା ପରିସ୍ଥିତି ନେଇ ସମୀକ୍ଷା କରିଛନ୍ତି। ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ସମୀକ୍ଷା କରିଛନ୍ତି ପୁଲିସ ଡିଜି। ତାଙ୍କ ସହ ଆଇଜି ଅପରେସନ୍ ଜୟନାରାୟଣ ପଙ୍କଜ, ଦକ୍ଷିଣାଞ୍ଚଳ ଡିଆଇଜି ସାର୍ଥକ ଷଡ଼ଙ୍ଗୀ, ବୌଦ୍ଧ ଏସପି ନାଗରାଜ ଦେବାରକୋଣ୍ଡାଙ୍କ ସମେତ ବିଭିନ୍ନ ଥାନା ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।
ଜିଲ୍ଲା
ବାର୍ହା ଆକ୍ରମଣରେ ୩ ଆହତ, ଜଣେ ଗୁରୁତର
ବ୍ରହ୍ମଗିରି ଥାନା ଡାହାଣୀଗଡିଆ ଗାଁରେ ଗୁରୁବାର ୨ଟି ବାର୍ହା ହଠାତ୍ ଗାଁ ଭିତରେ ପଶି ୪ ଜଣକୁ ଆକ୍ରମଣ କରିଛନ୍ତି। ଆକ୍ରମଣରେ ଜଣେ ଗୁରତର ହୋଇ ପୁରୀ ସଦର ଡାକ୍ତର ଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି...
ଖେଳ
ଘୋର ଦୁର୍ଦ୍ଦଶା: ଏକ ନମ୍ବର ଭାରତ ୪୬ରେ ଅଲ୍ଆଉଟ୍
ବର୍ଷା ପ୍ରଭାବିତ ବେଙ୍ଗାଲୁରୁ ଟେଷ୍ଟ୍ରେ ଘୋର ଦୁର୍ଦ୍ଦଶାର ସମ୍ମୁଖୀନ ହୋଇଛି ଭାରତୀୟ କ୍ରିକେଟ୍ ଦଳ। ତାରକା ଖଚିତ ବ୍ୟାଟିଂକ୍ରମ ଅଚାନକ ତାସଘର ଭଳି ଭୁଶୁଡ଼ିପଡ଼ିଛି। ଲଜ୍ଜାଜନକ ଭାବେ ମାତ୍ର ୪୬ ରନ୍ରେ ଅଲ୍ଆଉଟ୍ ହୋଇଯାଇଛି ଟିମ୍ ଇଣ୍ଡିଆ।
ରାଜନୀତି
ୱାୟାନାଡ୍ରେ ପ୍ରିୟଙ୍କାଙ୍କ ବିପକ୍ଷରେ ଲଢ଼ିବେ ସତ୍ୟନ ମୋକେରୀ
ରାହୁଲ ଗାନ୍ଧୀ କେରଳର ୱାୟନାଡ ଆସନ ଛାଡିବା ପରେ ଏବେ ସେଠାରେ ଉପନିର୍ବାଚନ ହେବାକୁ ଯାଉଛି । ୱାୟନାଡରୁ ପ୍ରିୟଙ୍କା ଗାନ୍ଧୀଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିବା ବେଳେ ବାମମେଣ୍ଟ ଆଜି ପ୍ରାର୍ଥୀ ଘୋଷଣା କରିଛି ।
ଅପରାଧ
ଶିମିଳିପାଳରୁ ଶିକାରୀ ଗିରଫ, ବନ୍ଧୁକ ଜବତ
ୟୂରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷି ରେଞ୍ଜ ଅଧୀନ ଜଳଡିହା ଗ୍ରାମ ଡୁମସାହିରୁ ଅଭିଯୁକ୍ତ ଶିକାରୀଙ୍କୁ ଗିରଫ କରିଛି ବନ ବିଭାଗ। ଗିରଫ ଶିକାରୀ ହେଉଛନ୍ତି ଭାଗିରଥି ମାରାଣ୍ଡି।
ମନୋରଞ୍ଜନ
ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଜେରା କଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ
ଗୁରୁବାର ଦିନ ଗୌହ୍ବାଟୀରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀଙ୍କ ଦ୍ୱାରା ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଜେରା କରାଯାଇଛି। ମହାଦେବ ବେଟିଂ ଆପ୍ ଓ ଫେୟାର ପ୍ଲେ ଆପ୍ରେ ବେଆଇନ ବିଜ୍ଞାପନରେ ଅଭିନୟ କରିବା ମାମଲାରେ ଜେରା କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ।