Advertisment
Latest Posts
Advertisment
ଜିଲ୍ଲା
ଟ୍ରଲିକୁ ଧକ୍କା ଦେଲା ପାସେଞ୍ଜର ଟ୍ରେନ୍: ଜଣେ ମୃତ, ୨ ଆହତ
ରାୟଗଡ଼ା ରେଳବାଇ ଷ୍ଟେସନ ୪ ନମ୍ବର ପ୍ଲାଟଫର୍ମରେ ଗୁରୁବାର ପାସେଞ୍ଜର ଟ୍ରେନ୍ ଏକ ଲାଇଟ ମଟର ଟ୍ରଲିକୁ ଧକ୍କା ଦେବା ଫଳରେ ଜଣେ ଶ୍ରମିକ ମୃତ୍ୟୁବରଣ କରିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି...
Gallery
ପଲ୍ଲୀରୁ ଦିଲ୍ଲୀ ଜାରି ରହିବ ଆନ୍ଦୋଳନ: ବିରୋଧୀଙ୍କ ରଣ ହୁଙ୍କାର
ଗୁରୁବାର କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ସାରା ରାଜ୍ୟରେ ଦେଖିବାକୁ ମିଳିଛି। ରାସ୍ତାରେ ରାଜନୈତିକ ଦଳରକର୍ମୀମାନେ ପିକେଟିଂ କରୁଛନ୍ତି। ଫଳରେ ସାଧାରଣ ଜୀବନଯାତ୍ରା ବିପର୍ଯ୍ୟନ୍ତ ହୋଇ ପଡ଼ିଛି...
ବାଣିଜ୍ୟ
ସିଟି ଗ୍ରୁପ୍ର ଆକଳନ: ରୁପା ବଢ଼ିବ, ସୁନା କମିବ
ଅନ୍ତର୍ଜାତୀୟ ଖ୍ୟାତନାମା ସଂସ୍ଥା ସିଟି ଗ୍ରୁପ୍ ପକ୍ଷରୁ ଆକଳନ କରାଯାଇଛି ଯେ ଆଗାମୀ ଦିନରେ ରୁପା ଦାମ୍ରେ ବୃଦ୍ଧି ଘଟିବ ଓ ସୁନା ଶସ୍ତା ହେବ। ଅନ୍ତର୍ଜାତୀୟ ବଜାରରେ ଦର କମ୍ ହେଲେ ଦେଶ ଭିତରେ ତାହା ଶସ୍ତା ହେବ।
ଅପରାଧ
ବାଘଛାଲ ଖୋଲିଦେଲା ଗୁମର: ଗିରଫ ତାନ୍ତ୍ରିକର ମୋବାଇଲ୍ରେ ଶତାଧିକ ମହିଳାଙ୍କ ନଗ୍ନ ଭିଡିଓ
ମୟୂରଭଞ୍ଜରୁ ଧରାପଡ଼ିଥିବା ଅନ୍ତଃରାଜ୍ୟ ବାଘଛାଲ ଚାଲାଣ ରୢାକେଟ୍ର ତଦନ୍ତ ବେଳେ ପଦାକୁ ଆସିଛି ସାଂଘାତିକ ତଥ୍ୟ। ଗିରଫ ହୋଇଥିବା ଶିକ୍ଷକ ଓ ତାନ୍ତ୍ରିକ ଏହି ରୢାକେଟ୍ର ମୁଖ୍ୟ କାର୍ପଟଦାର ଥିଲେ।
ମନୋରଞ୍ଜନ
ମୁମ୍ବାଇରେ ଥିବା ନିଜର ଆପାର୍ଟମେଣ୍ଟ ବିକ୍ରି କଲେ ସଲମାନ
ବଲିଉଡ ଅଭିନେତା ସଲମାନ ଖାନ ମୁମ୍ବାଇରେ ତାଙ୍କର ଏକ ସମ୍ପତ୍ତି ବିକ୍ରି କରିଛନ୍ତି। ସଲମାନଙ୍କ ଏହି ସମ୍ପତ୍ତି ମୁମ୍ବାଇର ବାନ୍ଦ୍ରା ୱେଷ୍ଟରେ ଥିଲା। ସଲମାନଙ୍କ ଏହି ଆପାର୍ଟମେଣ୍ଟର ବିକ୍ରୟ ଏହି ମାସରେ ପଞ୍ଜିକୃତ ହୋଇଛି।
ପୁନଶ୍ଚ ପୃଥିବୀ
‘ପରିବେଶ ସୁରକ୍ଷା ସହ ଜଳବାୟୁ ପରିବର୍ତ୍ତନର ପାଠ ପଢିବେ ଛାତ୍ରଛାତ୍ରୀ’
ସ୍କୁଲ ପାଠ୍ୟକ୍ରମରେ ମିସନ ଲାଇଫକୁ ଯୋଡାଗଲେ ସାରା ଭାରତବର୍ଷରେ ୧୪.୭ ଲକ୍ଷରୁ ଅଧିକ ସ୍କୁଲ ଏବଂ ୩୦ କୋଟିରୁ ଅଧିକ ଛାତ୍ରଛାତ୍ରୀମାନେ ଏହି ଜନଆନ୍ଦୋଳନରେ ଯୋଡ଼ିହେବେ, ଯାହା ପରିବେଶ ପାଇଁ ସୁସ୍ଥ ଜୀବନଶୈଳୀକୁ ବ୍ୟାପକ କରିବାରେ ସାହାଯ୍ୟ କରିବ।