Advertisment
Latest Posts
Advertisment
ରାଜ୍ୟ
ଶ୍ରୀମନ୍ଦିରର ସୁରକ୍ଷା ଲାଗି ଲାଗିବ ଆଣ୍ଟିଡ୍ରୋନ ଟେକନୋଲୋଜି: ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
ଶ୍ରୀମନ୍ଦିରର ସୁରକ୍ଷା ଲାଗି ଲାଗିବ ଆଣ୍ଟିଡ୍ରୋନ ଟେକନୋଲୋଜି। ଏ ନେଇ ପୁଲିସ ବିଭାଗ ସହ ଆଲୋଚନା କରିଛି ଆଇନ ବିଭାଗ।ଏଥିଲାଗି ଆବଶ୍ୟକ ପଡ଼ିଲେ ଶ୍ରୀମନ୍ଦିର ପ୍ରଶାସନ ଅର୍ଥ ଦେବ। ଏ ନେଇ ବିଚାର ଚାଲିଛି ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।
ଜିଲ୍ଲା
ବାରିପଦା ବଜାରରେ ଅଗ୍ନିକାଣ୍ଡ: ୨ ଦୋକାନ ଜଳିଗଲା
ବାରିପଦା ବଜାରରେ ଘଟିଥିବା ଅଗ୍ନିକାଣ୍ଡରେ ଦୁଇଟି ଦୋକାନ ଜଳିଯାଇଛି। ସେଥିମଧ୍ୟରୁ ଗୋଟିଏ ବୈଦ୍ୟୁତିକ ସାମଗ୍ରୀ ଦୋକାନ ଏବଂ ଅନ୍ୟଟି କପଡ଼ା ଦୋକାନ ରହିଛି। ବିଳମ୍ବିତ ରାତିରେ ଦୋକାନଗୁଡ଼ିକ ବନ୍ଦ ଥିବା ସମୟରେ ନିଆଁ ଲାଗିଥିବା କୁହାଯାଉଛି....
ଖେଳ
ଭାରତୀୟ ୧୯ ବର୍ଷରୁ କମ୍ ଦଳର ଇଂଲଣ୍ଡ ଗସ୍ତ: ମହାତ୍ରେ ଅଧିନାୟକ, ବୈଭବଙ୍କୁ ସୁଯୋଗ
ଭାରତୀୟ ୧୯ବର୍ଷରୁ କମ୍ ଦଳର ଇଂଲଣ୍ଡ ଗସ୍ତ ଲାଗି କନିଷ୍ଠ ଚୟନ ସମିତି ଗୁରୁବାର ୧୬ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ମୁମ୍ବାଇର ୧୭ ବର୍ଷୀୟ ଓପନର୍ ଆୟୁଷ ମହାତ୍ରେ ଦଳର ଅଧିନାୟକ ନିଯୁକ୍ତ ହୋଇଛନ୍ତି।
ରାଜନୀତି
ନୂଆ ମୋଡ଼ ନେଉଛି ଏନ୍ସିପି ନେତାଙ୍କ ବୋହୂ ମୃତ୍ୟୁ ମାମଲା: ଚକିତ କଲା ବ୍ୟବଚ୍ଛେଦ ରିପୋର୍ଟ
ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (ଏନସିପି) ନେତା ରାଜେନ୍ଦ୍ର ତୁକାରାମ ହାଗାୱାନେଙ୍କ ୨୪ ବର୍ଷୀୟା ବୋହୂ ତାଙ୍କ ଘରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ତେବେ ଏହା ଏକ ଆତ୍ମହତ୍ୟା ମାମଲା କି ହତ୍ୟା; ତାହାକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଛି।
ଅପରାଧ
୫ ମାସରେ କୋଟିଏ ଟଙ୍କାର ନିଶା ଦ୍ରବ୍ୟ ଜବତ: ୮୨୨ ଗ୍ରାମ ବ୍ରାଉନ୍ସୁଗାର, ୧୦୧୮ କେଜି ଗଞ୍ଜେଇ, ୭୮ ନିଶା ବ୍ୟବସାୟୀ ଗିରଫ
ରାଜଧାନୀରେ ଦିନକୁ ଦିନ ନିଶା କାରବାର ବେକାବୁ ହେବାରେ ଲାଗିଛି। ପୁଲିସ୍, ଅବକାରୀ ବିଭାଗ ଓ ଏସ୍ଟିଏଫ୍ ନିୟମିତ ଭାବେ ରାଜଧାନୀରୁ ଗଞ୍ଜେଇ, ବ୍ରାଉନ୍ସୁଗାର୍, ହେରୋଇନ୍, ଚୋରା ମଦ ଆଦି ଜବତ କରୁଛି। ମାଫିଆ, ଖୁଚୁରାବେପାରୀଙ୍କୁ ବି ଗିରଫ କରୁଛି।
ମନୋରଞ୍ଜନ
ଲଗାତର ଦୁଇ ଦିନରେ ସଲ୍ମାନ୍ଙ୍କ ଘର ଭିତରେ ପଶିଲେ ୨ ଅନୁପ୍ରବେଶକାରୀ
ସଲ୍ମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟରେ ପୁଣି ଅନୁପ୍ରବେଶ ଉଦ୍ୟମ। ମୁମ୍ବାଇରେ ଥିବା ଭାଇଜାନ୍ଙ୍କ ଗାଲାକ୍ସି ଆପାର୍ଟମେଣ୍ଟରେ ଅନୁପ୍ରବେଶ କରିଥିବା ଦୁଇ ଅନୁପ୍ରବେଶକାରୀଙ୍କ ବିରୋଧରେ ମୁମ୍ବାଇ ପୁଲିସ ପୃଥକ ମାମଲା ରୁଜୁ କରିଛି। ଯେଉଁଠାରେ ଅଭିନେତା ସଲମାନ ଖାନ ତାଙ୍କ ପରିବାର ସହିତ ରୁହନ୍ତି।