Latest Posts
ରାଜ୍ୟ
୬ ସାଇବର୍ ଠକଙ୍କୁ ୩ ଦିନିଆ ରିମାଣ୍ଡରେ ନେବ ପୁଲିସ
ରାଜଧାନୀରେ ଫେକ୍ କଲ୍ ସେଣ୍ଟର ଠାବ ହେବା ପରେ ୩ ଦିନିଆ ରିମାଣ୍ଡରେ ଯିବେ ୬ ସାଇବର୍ ଠକ। ଏମାନେ ରାଜଧାନୀରେ ବଡ଼ ଧରଣର ସାଇବର ଠକେଇ ପାଇଁ ପ୍ରି ପ୍ଲାନ କରୁଥିବା ବେଳେ ଚଢ଼ାଉ କରିଥିଲା କମିଶନରେଟ ପୁଲିସର ସାଇବର ଟିମ।
ଜିଲ୍ଲା
ବାର୍ହା ଆକ୍ରମଣରେ ୩ ଆହତ, ଜଣେ ଗୁରୁତର
ବ୍ରହ୍ମଗିରି ଥାନା ଡାହାଣୀଗଡିଆ ଗାଁରେ ଗୁରୁବାର ୨ଟି ବାର୍ହା ହଠାତ୍ ଗାଁ ଭିତରେ ପଶି ୪ ଜଣକୁ ଆକ୍ରମଣ କରିଛନ୍ତି। ଆକ୍ରମଣରେ ଜଣେ ଗୁରତର ହୋଇ ପୁରୀ ସଦର ଡାକ୍ତର ଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି...
ଖେଳ
ଘୋର ଦୁର୍ଦ୍ଦଶା: ଏକ ନମ୍ବର ଭାରତ ୪୬ରେ ଅଲ୍ଆଉଟ୍
ବର୍ଷା ପ୍ରଭାବିତ ବେଙ୍ଗାଲୁରୁ ଟେଷ୍ଟ୍ରେ ଘୋର ଦୁର୍ଦ୍ଦଶାର ସମ୍ମୁଖୀନ ହୋଇଛି ଭାରତୀୟ କ୍ରିକେଟ୍ ଦଳ। ତାରକା ଖଚିତ ବ୍ୟାଟିଂକ୍ରମ ଅଚାନକ ତାସଘର ଭଳି ଭୁଶୁଡ଼ିପଡ଼ିଛି। ଲଜ୍ଜାଜନକ ଭାବେ ମାତ୍ର ୪୬ ରନ୍ରେ ଅଲ୍ଆଉଟ୍ ହୋଇଯାଇଛି ଟିମ୍ ଇଣ୍ଡିଆ।
ରାଜନୀତି
ସଙ୍କଟରେ କଟକ ବିଜେଡି: ଆରମ୍ଭ ହେଲାଣି ଭୁଶୁଡ଼ିବା ପ୍ରକ୍ରିୟା!
ନିକଟରେ ଦଳର ସଦସ୍ୟ ସଂଗ୍ରହ ସମାବେଶରେ ଚୌଦ୍ବାର-କଟକ ବିଧାୟକ ସୌଭିକ ବିଶ୍ବାଳ ଦଳକୁ ଚଳାଉଥିବା ଦୁଇ ନେତାଙ୍କୁ ସିଧାସଳଖ ଆକ୍ଷେପ କରି ତାଙ୍କୁ ପଛରୁ ଛୁରି ମାରୁଥିବା ଭଳି ବିସ୍ଫୋରକ ବୟାନ ଦେଇଥିଲେ।
ଅପରାଧ
୬ ସାଇବର୍ ଠକଙ୍କୁ ୩ ଦିନିଆ ରିମାଣ୍ଡରେ ନେବ ପୁଲିସ
ରାଜଧାନୀରେ ଫେକ୍ କଲ୍ ସେଣ୍ଟର ଠାବ ହେବା ପରେ ୩ ଦିନିଆ ରିମାଣ୍ଡରେ ଯିବେ ୬ ସାଇବର୍ ଠକ। ଏମାନେ ରାଜଧାନୀରେ ବଡ଼ ଧରଣର ସାଇବର ଠକେଇ ପାଇଁ ପ୍ରି ପ୍ଲାନ କରୁଥିବା ବେଳେ ଚଢ଼ାଉ କରିଥିଲା କମିଶନରେଟ ପୁଲିସର ସାଇବର ଟିମ।
ମନୋରଞ୍ଜନ
ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଜେରା କଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ
ଗୁରୁବାର ଦିନ ଗୌହ୍ବାଟୀରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀଙ୍କ ଦ୍ୱାରା ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଜେରା କରାଯାଇଛି। ମହାଦେବ ବେଟିଂ ଆପ୍ ଓ ଫେୟାର ପ୍ଲେ ଆପ୍ରେ ବେଆଇନ ବିଜ୍ଞାପନରେ ଅଭିନୟ କରିବା ମାମଲାରେ ଜେରା କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ।