Advertisment
Latest Posts
Advertisment
ରାଜ୍ୟ
ଜାମିନରେ ଗଲେ ମାଲକାନଗିରିର ପୂର୍ବତନ ଜିଲ୍ଲାପାଳ ମନୀଷ ଅଗ୍ରୱାଲ
ମାଲକାନଗିରି ଜିଲ୍ଲାର ପୂର୍ବତନ ଜିଲ୍ଲାପାଳ ମନୀଷ ଅଗ୍ରୱାଲ ଆଜି ଏସଡ଼ିଜେଏମ୍ କୋର୍ଟରେ ହାଜର ହୋଇ ଜାମିନରେ ଯାଇଛନ୍ତି। ଆଜି ସକାଳୁ ସକାଳୁ ଲୁଚି ଛପି ସେ କୋର୍ଟରେ ହାଜର ହୋଇଥିଲେ।
ଜିଲ୍ଲା
ଲୁଟି ନେଲେ ୧୦୫ ଭରି ସୁନା ଅଳଙ୍କାର
ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ସାମରାଇପୁର ଆରଡ଼ିଛକ କେନାଲ ରୋଡ଼ଠାରେ ବଡ ଧରଣର ଚୋରି ହୋଇଛି। ଦୁଇଟି ଭଡ଼ା ଘରୁ ଚୋରି ହୋଇଥିବା ସୂଚନା ମିଳିଛି। ଗୋଟିଏ ଘରୁ ୮୦ ଭରି ଅନ୍ୟ ଏକ ଘରୁ ୨୫ ଭରି ସୁନା ଲୁଟ ହୋଇଛି....
ଖେଳ
ଡବ୍ଲ୍ୟୁଟିସି ଫାଇନାଲ୍: ଅଷ୍ଟ୍ରେଲିଆ ୨୧୨ରେ ଅଲ୍ଆଉଟ୍
ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଐତିହାସିକ ଲର୍ଡସ ପଡ଼ିଆରେ ଆରମ୍ଭ ହୋଇଥିବା ବିଶ୍ବ ଟେଷ୍ଟ୍ ଚାମ୍ପିଅନ୍ସିପ୍ (ଡବ୍ଲ୍ୟୁଟିସି) ଫାଇନାଲ୍ର ପ୍ରଥମ ଦିନରେ ବୋଲର୍ଙ୍କ ଆଧିପତ୍ୟ ଦେଖିବାକୁ ମିଳିଛି। ଦକ୍ଷିଣ ଆଫ୍ରିକାର ଶାଣିତ ବୋଲିଂରେ ଘାଇଲା ହୋଇ ଗତଥର ବିଜେତା ଅଷ୍ଟ୍ରେଲିଆ ତା’ର ପ୍ରଥମ....
ରାଜନୀତି
ଆସନ୍ତା ୨୦୨୯ ଲୋକସଭା ନିର୍ବାଚନରେ ମହିଳାଙ୍କ ପାଇଁ ସିଟ୍ ସଂରକ୍ଷଣ ବ୍ୟବସ୍ଥା ଲାଗୁ ହୋଇପାରେ
ଆସନ୍ତା ୨୦୨୯ ଲୋକସଭା ନିର୍ବାଚନରେ ମହିଳାଙ୍କ ପାଇଁ ସିଟ୍ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିପାରେ ମୋଦୀ ସରକାର। ଆସନ୍ତା ଲୋକସଭା ନିର୍ବାଚନରୁ ଦେଶରେ ନାରୀ ଶକ୍ତି ବନ୍ଦ ଅଧିନିୟମ ଲାଗୁ କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ବିଶେଷ ସୂତ୍ରରୁ ଖବର ମିଳିଛି।
ଅପରାଧ
ମଙ୍ଗଳସୂତ୍ର ଓ ମୁଦିରୁ ଉପୁଜିଲା ପୁଲିସ୍ର ସନ୍ଦେହ, ଫସିଗଲେ ସୋନମ
ଇନ୍ଦୋରର ରାଜା ରଘୁବଂଶୀଙ୍କ ହତ୍ୟା ମାମଲା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ରାଜା ରଘୁବଂଶୀଙ୍କ ହତ୍ୟା ପାଇଁ ତାଙ୍କ ପତ୍ନୀ ସୋନମ ରଘୁବଂଶୀଙ୍କୁ ଦାୟୀ କରାଯିବା ପରେ ସେ ନିଜର ଦୋଷ ସ୍ବୀକାର କରିଛନ୍ତି।
ମନୋରଞ୍ଜନ
ପରିବାର ଭୟରେ ବିବାହ ପାଇଁ ମନା କରି ପାରିଲେ ନାହିଁ କିନ୍ତୁ ହତ୍ୟା କରିଦେଲେ: କଙ୍ଗନା
କଙ୍ଗନା ରାଣାୱତ ଇନଷ୍ଟାଗ୍ରାମ ଷ୍ଟୋରୀରେ ଏକ ପୋଷ୍ଟ ସେୟାର କରି ଲେଖିଛନ୍ତି, "ଏହା କେତେ ଅବାନ୍ତର !! ଜଣେ ମହିଳା ବିବାହକୁ ମନା କରିପାରିବେ ନାହିଁ କାରଣ ସେ ତାଙ୍କ ପିତାମାତାଙ୍କୁ ଭୟ କରନ୍ତି କିନ୍ତୁ ସେ ଜଣେ କଣ୍ଟ୍ରାକ୍ଟ କିଲର ସହିତ ହତ୍ୟା ଯୋଜନା କରିପାରିବେ।