Latest Posts
ରାଜ୍ୟ
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା: ସାରା ରାଜ୍ୟରେ ଡଙ୍ଗା ଭସାଇଲେ ଶ୍ରଦ୍ଧାଳୁ
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ପାଇଁ ସାରା ରାଜ୍ୟ ଚଳଚଞ୍ଚଳ। ଭୋରୁ ଭୋରୁ ଶ୍ରଦ୍ଧାଳୁମାନେ ବିଭିନ୍ନ ନଦୀ, କେନାଲ ଓ ପୋଖରୀରେ ଡଙ୍ଗା ଭସାଉଥିବା ଦେଖିବାକୁ ମିଳିଛି। ପୁରୀ ବେଳାଭୂମି, କଟକର ଗଡ଼ଗଡ଼ିଆ ଘାଟ ଓ ଭୁବନେଶ୍ୱର ବିନ୍ଦୁସାଗର ଓ କୁଆଖାଇ ନଦୀରେ ଶ୍ରଦ୍ଧାଳକୁମାନେ ଭୋର ୪ ଟାରୁ ଡଙ୍ଗା ଭସାଇଛନ୍ତି।
ଜିଲ୍ଲା
୫ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ଆର୍ଆଇ
ଭଦ୍ରକ ଜିଲ୍ଲା ଗଦି ରାଜସ୍ୱ ସର୍କଲର ରାଜସ୍ୱ ଅଧିକାରୀ ଗୁରୁବାର ଓଡିଶା ଭିଜିଲାନ୍ସ ହାତରେ ପଡ଼ିଛନ୍ତି। ସେ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଛି...
ଖେଳ
ଭାରତ ଆୟୋଜନ କରିପାରେ ଚାମ୍ପିଅନ୍ସ ଟ୍ରଫି!
ଚାମ୍ପିଅନ୍ସ ଟ୍ରଫି ମାମଲା ଏବେ ଏକ ଭିନ୍ନ ମୋଡ଼ ନେଇଛି। ଏହି ଆଇସିସି ଟୁର୍ନାମେଣ୍ଟ ବର୍ତ୍ତମାନ ପାକିସ୍ତାନରେ ନୁହେଁ ବରଂ ଭାରତରେ ଆୟୋଜିତ ହୋଇପାରେ। ପିସିବି ଧମକ ଦେଇଛି ଯେ ଯଦି ଟିମ୍ ଇଣ୍ଡିଆ ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଆସିବ ନାହିଁ, ତା’ହେଲେ ଏହା ସହିତ..
ରାଜନୀତି
୨୯ରୁ ଡିଜିପି ସମ୍ମିଳନୀ: ମୋଦୀ, ଶାହ ଆସିବେ
ଆସନ୍ତା ୨୯ ତାରିଖରେ ପ୍ରଥମ ଥର ପାଇଁ ଭୁବନେଶ୍ବରରେ ଅନୁଷ୍ଠିତ ହେବ ଡିଜିପି ସମ୍ମିଳନୀ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଯୋଗଦେବେ।
ଅପରାଧ
ବର୍ବରକାଣ୍ଡ: ୨ ନାବାଳକ ଭାଇଙ୍କୁ ପିଟିପିଟି ନିଆଁରେ ଫିଙ୍ଗିଦେଲେ
ନୂଆପଡ଼ା ଜିଲ୍ଲା କୋମନା ଥାନା ଅନ୍ତର୍ଗତ ଦାନୋଝାଲା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ପାଳଗଦା ଜାଳି ଦେଇଥିବା କହି ଗାଁର ଦୁଇଜଣ ବ୍ୟକ୍ତି ଜଣେ ନାବାଳକଙ୍କୁ ପିଟିପିଟି ଜଳନ୍ତା ପାଳଗଦାରେ ଫିଙ୍ଗି ଦେଇଛନ୍ତି।
ମନୋରଞ୍ଜନ
ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର: ଅନନ୍ତ, ଶ୍ରୀନିବାସ ଓ ଜୟୀଙ୍କୁ ‘ମୋହନସୁନ୍ଦର ଦେବ ଗୋସ୍ବାମୀ’ ପୁରସ୍କାର
ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟିଛି। ଶେଷରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଘୋଷଣା ହୋଇଛି ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର। ଏଥର ଏକାଥରକେ ୩୨, ୩୩ ଓ ୩୪ତମ ଚଳଚ୍ଚିତ୍ର ପୁରସ୍କାର ଯଥାକ୍ରମେ ୨୦୨୦, ୨୦୨୧ ଓ ୨୦୨୨ ବର୍ଷ ପାଇଁ ଘୋଷଣା ହୋଇଛି।