Latest Posts
ରାଜ୍ୟ
ଭଦ୍ରକ ସୋସିଆଲ ମିଡିଆ ପୋଷ୍ଟ: ୯ ଅଭିଯୁକ୍ତ ଗିରଫ, ଛାନ୍ଭିନ୍ ଜାରି
ଭଦ୍ରକ ସହରର ସନ୍ଥିଆଠାରେ ଉପୁଜିଥିବା ତୁମୁଳକାଣ୍ଡ ଘଟଣାରେ ପୁଲିସ ଶନିବାର ୯ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏଥି ସହିତ ଏହି ଘଟଣାରେ ସଂପୃକ୍ତ ଅନ୍ୟ ଅଭିଯୁକ୍ତମାନଙ୍କୁ ବାନ୍ଧିବା ପାଇଁ ପୁଲିସ ଛାନଭିନ୍ ଜାରି ରଖିଛି।
ଜିଲ୍ଲା
ରାଉରକେଲା ଷ୍ଟିଲ୍ପ୍ଲାଣ୍ଟରେ ବିସ୍ଫୋରଣ: ୫ ଶ୍ରମିକ ଗୁରୁତର
ରାଉରକେଲା ଷ୍ଟିଲ୍ପ୍ଲାଣ୍ଟରେ ଶନିବାର ବଡ଼ଧରଣର ବିସ୍ଫୋରଣ ଘଟିଛି । ଷ୍ଟିଲ୍ପ୍ଲାଣ୍ଟର ଏସ୍ଏମ୍ଏସ୍- ୧ ୟୁନିଟରେ ବିସ୍ଫୋରଣ ଘଟିଥିବା କୁହାଯାଉଛି । ଏସ୍ଏମ୍ଏସ୍- ୧ ୟୁନିଟରେ କିଭିଳି ବିସ୍ଫୋରଣ ଘଟିଲା ତାହାର କାରଣ ଅସ୍ପଷ୍ଟ ରହିଛି...
ଖେଳ
କାନପୁର ଟେଷ୍ଟର ୨ୟ ଦିନ ଖେଳ ବାତିଲ
ଭାରତ-ବାଂଲାଦେଶ ଦ୍ବିତୀୟ ଟେଷ୍ଟ ମ୍ୟାଚର ଦ୍ବିତୀୟ ଦିନର ଖେଳ ବର୍ଷା ଯୋଗୁଁ ବାତିଲ ହୋଇଛି। ଶନିବାର ସକାଳୁ କାନପୁରରେ ଲଗାଣ ବର୍ଷା ଜାରି ରହିଥିଲା । ଏଭଳି ପରିସ୍ଥିତିରେ ଅମ୍ପାୟାରମାନେ ଗ୍ରାଉଣ୍ଡ ଷ୍ଟାଫଙ୍କ ସହ କଥା ହେବା ପରେ ଦିନର ଖେଳ ବାତିଲ କରିବାକୁ ନିଷ୍ପତ୍ତି ନେଇଥିଲେ।
ରାଜନୀତି
ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ । ସେପ୍ଟେମ୍ବର ୩୦ ତାରିଖରେ ମୁଖ୍ୟମନ୍ତ୍ରୀ ଝାଡ଼ଖଣ୍ଡ ଯିବାର କାର୍ଯ୍ୟକ୍ରମ ରହିଛି। ଝାଡ଼ଖଣ୍ଡ ପହଞ୍ଚିବା ପରେ ସେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ...
ଅପରାଧ
ଭଦ୍ରକ ସୋସିଆଲ ମିଡିଆ ପୋଷ୍ଟ: ୯ ଅଭିଯୁକ୍ତ ଗିରଫ, ଛାନ୍ଭିନ୍ ଜାରି
ଭଦ୍ରକ ସହରର ସନ୍ଥିଆଠାରେ ଉପୁଜିଥିବା ତୁମୁଳକାଣ୍ଡ ଘଟଣାରେ ପୁଲିସ ଶନିବାର ୯ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏଥି ସହିତ ଏହି ଘଟଣାରେ ସଂପୃକ୍ତ ଅନ୍ୟ ଅଭିଯୁକ୍ତମାନଙ୍କୁ ବାନ୍ଧିବା ପାଇଁ ପୁଲିସ ଛାନଭିନ୍ ଜାରି ରଖିଛି।
ମନୋରଞ୍ଜନ
କେତେ ଥିଲା ପ୍ରଥମ ପାରିଶ୍ରମିକ? ଜାଣନ୍ତୁ କେତେ କୋଟିର ମାଲିକ ରଣବୀର
ଆଜି ରଣବୀର କପୁରଙ୍କ ୪୨ତମ ଜନ୍ମଦିନରେ ଆମେ ଆପଣଙ୍କୁ ତାଙ୍କର ମୋଟ ସମ୍ପତ୍ତି ବିଷୟରେ କହିବାକୁ ଯାଉଛୁ | ଏହା ସହ ତାଙ୍କର ପ୍ରଥମ ଫିଲ୍ମ ଓ ପାରିଶ୍ରମିକ କେତେ ଥିଲା ତାହା ଜାଣନ୍ତୁ।